Luke 6:17 — Compare Translations
7 translations compared side by side
Odia - 1840
"ତା'ପରେ ଯୀଶୁ ସମାନଙ୍କେ ସହିତ ତଳକୁ ଆସି ଗୋଟିଏ ସମତଳଭୂମି ଉପରେ ଠିଆ ହେଲେ। ସଠାେରେ ବହୁତ ସଂଖ୍ଯା ରେ ତାହାଙ୍କ ଶିଷ୍ଯମାନେ ଉପସ୍ଥିତ ଥିଲେ। ତା ଛଡା ସମଗ୍ର ୟିହୂଦା, ୟିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ଯା ରେ ଲୋକ ସଠାେରେ ଜମା ହାଇେଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି ତାହାଙ୍କର ବହୁସଂଖ୍ୟକ ଶିଷ୍ୟ ଏବଂ ସମସ୍ତ ଯିହୁଦା ପ୍ରଦେଶ, ଯିରୂଶାଲମ, ଆଉ ସୋର ଓ ସୀଦୋନର ଉପକୂଳରୁ ମହାଜନତା ଉପସ୍ଥିତ ହେଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ପ୍ରେରିତ ଶିଷ୍ୟମାନଙ୍କ ସହିତ ପାହାଡ଼ରୁ ଓହ୍ଲାଇ ତାଙ୍କର ବହୁସଂଖ୍ୟକ ଅନୁଗାମୀମାନଙ୍କ ସହିତ ଏକ ସମତଳ ସ୍ଥାନରେ ଠିଆହେଲେ। ଯିହୂଦା ପ୍ରଦେଶର ସମସ୍ତ ଅଞ୍ଚଳରୁ ଏବଂ ଯିରୂଶାଲମ, ସୋର ଓ ଶିଦୋନର ଉପକୂଳବର୍ତ୍ତୀ ଅଞ୍ଚଳରୁ ଅନେକ ଲୋକ ସେଠାରେ ଉପସ୍ଥିତ ଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଲୋକଙ୍କୁ ଉପଦେଶ ଦେଲେ ଓ ରୋଗ ମୁକ୍ତକଲେ ତା’ପରେ ଯୀଶୁ ସେମାନଙ୍କ ସହିତ ତଳକୁ ଆସି ଗୋଟିଏ ସମତଳ ଭୂମି ଉପରେ ଠିଆ ହେଲେ। ସେଠାରେ ବହୁତ ସଂଖ୍ୟାରେ ତାହାଙ୍କ ଶିଷ୍ୟମାନେ ଉପସ୍ଥିତ ଥିଲେ। ତା ଛଡ଼ା ସମଗ୍ର ଯିହୂଦା, ଯିରୁଶାଲମ, ସମୁଦ୍ର ଉପକୂଳବର୍ତ୍ତୀ ସହର ସୋର ଓ ସୀଦୋନରୁ ଆସି ବହୁ ସଂଖ୍ୟାରେ ଲୋକ ସେଠାରେ ଜମା ହୋଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ಅಪೊಸ್ತಲಾಂಚ್ಯಾ ವಾಂಗ್ಡಾ ಮಡ್ಡಿ ವೈನಾ ಖಾಲ್ತಿ ಯೆವ್ನ್,ಸಪಾಟ್ ಜಿಮ್ನಿರ್ ಅಪ್ನಾಚ್ಯಾ ಹುರಲ್ಲ್ಯಾ ಲೈ ಜಾನಾ ಶಿಸಾಂಚ್ಯಾ ತಾಂಡ್ಯಾಚ್ಯಾ ವಾಂಗ್ಡಾ ಇಬೆ ಹೊತ್ತೊ. ಜುದೆಯಾತ್ನಾ ಅನಿ ಜೆರುಜಲೆಮಾತ್ನಾ ಅನಿ ತಿರ್ ಅನಿ ಸಿದೊನ್ ಮನ್ತಲ್ಯಾ ಜಾಗ್ಯಾತ್ಲ್ಯಾ ಸಮುಂದರಾಚ್ಯಾ ದಂಡೆಚ್ಯಾ ಜಾಗ್ಯಾನಿತ್ನಾ ಯೆಲ್ಲ್ಯಾ ಲೊಕಾಂಚೊ ಎಕ್ ಮೊಟೊ ತಾಂಡೊ ಥೈ ಯೆವ್ನ್ ಗೊಳಾ ಹೊಲ್ಲೊ ಹೊತ್ತೊ;