Luke 6:19 — Compare Translations
7 translations compared side by side
Odia - 1840
"ସମସ୍ତ ଲୋକେ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ। କାରଣ ତାହାଙ୍କ ଦହରେୁ ଶକ୍ତି ବାହାରୁ ଥିଲା। ସେ ସହେି ଲୋକମାନଙ୍କୁ ସୁସ୍ଥ କରି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲୋକସମୂହ ତାହାଙ୍କୁ ସ୍ପର୍ଶ କରିବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ନିର୍ଗତ ହୋଇ ସମସ୍ତଙ୍କୁ ସୁସ୍ଥ କରୁଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସମସ୍ତେ ତାଙ୍କୁ ସ୍ପର୍ଶ କରିବାକୁ ଚେଷ୍ଟା କରୁଥିଲେ, କାରଣ ତାଙ୍କଠାରୁ ଶକ୍ତି ନିର୍ଗତ ହୋଇ ସମସ୍ତଙ୍କୁ ସୁସ୍ଥ କରୁଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଲୋକେ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ। କାରଣ ତାହାଙ୍କ ଦେହରୁ ଶକ୍ତି ବାହାରୁ ଥିଲା। ସେ ସେହି ଲୋକମାନଙ୍କୁ ସୁସ୍ଥ କରିଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಗ್ಳಿ ಲೊಕಾ ತೆಕಾ ಆಪಡ್ತಲೊ ಅವ್ಕಾಸ್ ಹುಡ್ಕಿತ್, ಅನಿ ಜೆಜುಚಿ ತಾಕತ್ ಭಾಯ್ರ್ ಜಾಯ್, ಅನಿ ಅಪಡಲ್ಲ್ಯಾ ಸಗ್ಳ್ಯಾಕ್ನಿ ಗುನ್ ಕರಿ.