Luke 6:20 — Compare Translations
7 translations compared side by side
Odia - 1840
"ଶିଷ୍ଯମାନଙ୍କ ଆଡକୁ ଚାହିଁ ଯୀଶୁ କହିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ସେ ଆପଣା ଶିଷ୍ୟମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେ-ମାନେ ଧନ୍ୟ, କାରଣ ଈଶ୍ଵରଙ୍କ ରାଜ୍ୟ ତୁମ୍ଭମାନଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ତାଙ୍କର ଶିଷ୍ୟମାନଙ୍କ ପ୍ରତି ଦୃଷ୍ଟିପାତ କରି କହିଲେ: “ହେ ଦୀନହୀନମାନେ, ତୁମ୍ଭେମାନେ ଧନ୍ୟ, ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର!
Odia Bible ERV 2004 (ପବିତ୍ର ବାଇବଲ)
ଶିଷ୍ୟମାନଙ୍କ ଆଡ଼କୁ ଗ୍ଭହିଁ ଯୀଶୁ କହିଲେ, “ହେ ଦୀନହୀନ ଲୋକମାନେ! ତୁମ୍ଭେମାନେ ଧନ୍ୟ କାରଣ ତୁମ୍ଭେମାନେ ସ୍ୱର୍ଗରାଜ୍ୟର ଅଧିକାରୀ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ୱରଙ୍କ ରାଜ୍ୟ ତୁମ୍ଭମାନଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಅಪ್ನಾಚ್ಯಾ ಶಿಸಾಕ್ನಿ ಬಗಟ್ಲ್ಯಾನ್ ಅನಿ, ಗರಿಬಾನೊ ತುಮಿ ಸುಖಿ; ದೆವಾಚೊ ರಾಜ್ ತುಮ್ಚೊಚ್!