Luke 6:22 — Compare Translations

7 translations compared side by side

Odia - 1840
"ମନୁଷ୍ଯମାନଙ୍କ ୟୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସମାନେେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କ ବିଷୟ ରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ଯ କରି ଦବେେ, ଯେତବେେଳେ ଏହା ଘଟିବ, ତୁମ୍ଭେ ଧନ୍ଯ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ପୃଥକ୍ କରନ୍ତି, ପୁଣି ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ମନୁଷ୍ୟପୁତ୍ରଙ୍କ ନିମନ୍ତେ ଯଦି ଲୋକମାନେ ତୁମକୁ ଘୃଣା କରନ୍ତି, ତୁମ ସହିତ ସମ୍ପର୍କ ରଖନ୍ତି ନାହିଁ, ଅପମାନ ଦିଅନ୍ତି ଓ ତୁମକୁ ଭ୍ରଷ୍ଟାଚାରୀ ବୋଲି କହନ୍ତି, ତେବେ ତୁମ୍ଭେମାନେ ଧନ୍ୟ!
Odia Bible ERV 2004 (ପବିତ୍ର ବାଇବଲ)
“ମନୁଷ୍ୟପୁତ୍ରଙ୍କ ଯୋଗୁଁ ଲୋକମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ସେମାନେ ତୁମ୍ଭମାନଙ୍କୁ ଘୃଣା କରିବେ। ତୁମ୍ଭମାନଙ୍କୁ ଅପମାନ ଦେବେ, ତୁମ୍ଭମାନଙ୍କ ବିଷୟରେ ମନ୍ଦ କଥା କହି ତୁମ୍ଭମାନଙ୍କୁ ଅଗ୍ରାହ୍ୟ କରିଦେବେ, ଯେତେବେଳେ ଏହା ଘଟିବ, ତୁମ୍ଭେ ଧନ୍ୟ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ।
Odia IRV 2017 (ଓଡିଆ ବାଇବେଲ)
ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಾನ್ಸಾಚ್ಯಾ ಲೆಕಾಕ್ ಲಾಗುನ್ ಲೊಕಾನಿ ತುಮ್ಕಾ ದ್ವೆಸ್ ಕರ್ಲ್ಯಾರ್, ಮರ್ಯಾದ್ ದಿನಸ್ಲ್ಯಾರ್, ತುಮ್ಚಿ ಮರ್ಯಾದ್ ಕಾಡ್ಲ್ಯಾರ್, ಅನಿ ತುಮಿ ವಾಯ್ಟ್ ಮನುನ್ ಸಾಂಗ್ಲ್ಯಾರ್ ತುಮಿ ಕವ್ಡೆ ಸುಖಿ!”