Luke 6:23 — Compare Translations
7 translations compared side by side
Odia - 1840
"ସେତବେେଳେ ଆନନ୍ଦ ରେ ନାଚିଉଠିବ। ଗାରଣ ତୁମ୍ଭମାନଙ୍କ ପାଇଁ ସ୍ବର୍ଗ ରେ ମହା ପୁରସ୍କାର ରହିଛି। ସମାନଙ୍କେର ପୂହ୍ବପୁରୁଷମାନେ ଭବିଷ୍ଯଦ୍ବକ୍ତାମାନଙ୍କୁ ଠିକ୍ ସହେିଭଳି ବ୍ଯବହାର ଦଖାଇେ ଥିଲେ ଯେଉଁଭଳି ଏବେ ସମାନେେ ତୁମ୍ଭକୁ ବ୍ଯବହାର ଦଖାେଉଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଦିନ ଆନନ୍ଦ କରି ନୃତ୍ୟ କର, କାରଣ ଦେଖ, ସ୍ଵର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ, ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେତେବେଳେ ଆନନ୍ଦିତ ହୋଇ ନାଚିଉଠ, କାରଣ ସ୍ୱର୍ଗରେ ତୁମ ନିମନ୍ତେ ମହାପୁରସ୍କାର ରଖାଯାଇଛି। ସେମାନଙ୍କ ପୂର୍ବପୁରୁଷମାନେ ଭାବବାଦୀମାନଙ୍କ ପ୍ରତି ଠିକ୍ ଏହିପରି କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ଆନନ୍ଦରେ ନାଚି ଉଠିବ। କାରଣ ତୁମ୍ଭମାନଙ୍କ ପାଇଁ ସ୍ୱର୍ଗରେ ମହା ପୁରସ୍କାର ରହିଛି। ସେମାନଙ୍କର ପୂର୍ବପୁରୁଷମାନେ ଭବିଷ୍ୟଦ୍ବକ୍ତାମାନଙ୍କୁ ଠିକ୍ ସେହିଭଳି ବ୍ୟବହାର ଦେଖାଇ ଥିଲେ ଯେଉଁଭଳି ଏବେ ସେମାନେ ତୁମ୍ଭକୁ ବ୍ୟବହାର ଦେଖାଉଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”
Odia IRV 2017 (ଓଡିଆ ବାଇବେଲ)
ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅಶೆ ತುಮ್ಕಾ ಹೊಲ್ಲ್ಯಾ ತನ್ನಾ ಕುಶಿ ಹೊವಾ ಅನಿ ನಾಚಾ, ಕಶ್ಯಾಕ್ ಮಟ್ಲ್ಯಾರ್ ಸರ್ಗಾರ್ ಮೊಟೆ ಭೊಮಾನ್ ತುಮ್ಕಾ ತಯಾರ್ ಹಾಯ್. ತೆಂಚ್ಯಾ ವಾಡ್ ವಡ್ಲಾನಿಬಿ ಪ್ರವಾದ್ಯಾಕ್ನಿ ಅಸೆಚ್ ಕರ್ಲ್ಯಾನಿ.