Luke 6:25 — Compare Translations
7 translations compared side by side
Odia - 1840
"ଧିକ୍ ତୁମ୍ଭମାନେେ, ଯେଉଁମାନେ ବର୍ତ୍ତମାନ ପରିତୃପ୍ତ ଅଛ। କାରଣ ତୁମ୍ଭମାନେେ ଭୋକିଲା ହବେ। ଧିକ ତୁମ୍ଭମାନେେ, ଯେଉଁମାନେ ବର୍ତ୍ତମାନ ହସୁଛ, କାରଣ ତୁମ୍ଭମାନେେ ଦୁଃଖିତ ହବେ ଓ କାନ୍ଦିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ, ଦଣ୍ତର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ । ହାୟ, ଦଣ୍ତର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଶୋକ ଓ ରୋଦନ କରିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହାୟ! ପରିତୃପ୍ତ ବ୍ୟକ୍ତିମାନେ, ତୁମ୍ଭମାନଙ୍କ ଶେଷ ଦଶା କେଡ଼େ ଭୟଙ୍କର! ତୁମ୍ଭେମାନେ କ୍ଷୁଧାତୁର ହେବ। “ହାୟ ଯେଉଁମାନେ ବର୍ତ୍ତମାନ ହସୁଛ, ତୁମ୍ଭମାନଙ୍କର ହାସ୍ୟରୋଳ କ୍ରନ୍ଦନ ଓ ଶୋକରେ ପରିଣତ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଧିକ୍ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ପରିତୃପ୍ତ ଅଛ। କାରଣ ତୁମ୍ଭେମାନେ ଭୋକିଲା ହେବ। ଧିକ ତୁମ୍ଭେମାନେ, ଯେଉଁମାନେ ବର୍ତ୍ତମାନ ହସୁଛ, କାରଣ ତୁମ୍ଭେମାନେ ଦୁଃଖିତ ହେବ ଓ କାନ୍ଦିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ। ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ।
Odia IRV 2017 (ଓଡିଆ ବାଇବେଲ)
ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ପରିତୃପ୍ତ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ କ୍ଷୁଧିତ ହେବ । ହାୟ, ଦଣ୍ଡର ପାତ୍ର ବର୍ତ୍ତମାନ ହାସ୍ୟ କରୁଅଛ ଯେ ତୁମ୍ଭେମାନେ, କାରଣ ତୁମ୍ଭେମାନେ ଦୁଃଖ ଓ ରୋଦନ କରିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಖಾವ್ಕ್-ಜೆವ್ಕ್ ಸಗ್ಳೆ ಹೊತ್ತ್ಯಾನೊ ತುಮ್ಚಿ ಗತ್ ಕಾಯ್ ಸಾಂಗು; ತುಮಿ ಉಪ್ಪಾಸಿ ಪಡ್ತ್ಯಾಶಿ! ಅತ್ತಾ ಹಾಸುನ್ಗೆತ್ ಹೊತ್ತ್ಯಾನೊ ತುಮ್ಚಿ ಗತ್ ಕಾಯ್ ಸಾಂಗು; ತುಮಿ ಮರ್ಗುನ್-ಮರ್ಗುನ್ಗೆತ್ ರಡ್ತ್ಯಾಶಿ!