Luke 6:26 — Compare Translations
7 translations compared side by side
Odia - 1840
"ଧିକ୍ ତୁମ୍ଭମାନଙ୍କୁ ଯେଉଁମାନଙ୍କୁ ବର୍ତ୍ତମାନେ ଲୋକେ 'ଭଲ' ବୋଲି କହୁଛନ୍ତି। କାରଣ ସମାନଙ୍କେର ପୂର୍ବପୁରୁଷମାନେ ଭଣ୍ଡ ଭବିଷ୍ଯଦ୍ବକ୍ତାମାନଙ୍କୁ ମଧ୍ଯ ଭଲ ବୋଲି କହୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେତେବେଳେ ଲୋକସମସ୍ତେ ତୁମ୍ଭମାନଙ୍କର ସୁଖ୍ୟାତି କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ତର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ତ ଭାବବାଦୀମାନଙ୍କ ପ୍ରତି କରୁଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ହାୟ! ଯଦି ସମସ୍ତେ ତୁମ୍ଭର ପ୍ରଶଂସା କରନ୍ତି, ତୁମ୍ଭମାନଙ୍କ ଦଶା ମଧ୍ୟ ଭୟଙ୍କର ହେବ, କାରଣ ସେମାନଙ୍କ ପୂର୍ବପୁରୁଷମାନେ ଶଠ ଭାବବାଦୀମାନଙ୍କର ମଧ୍ୟ ସେହିପରି ପ୍ରଶଂସା କରୁଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
“ଧିକ୍ ତୁମ୍ଭମାନଙ୍କୁ ଯେଉଁମାନଙ୍କୁ ବର୍ତ୍ତମାନେ ଲୋକେ ‘ଭଲ’ ବୋଲି କହୁଛନ୍ତି। କାରଣ ସେମାନଙ୍କର ପୂର୍ବପୁରୁଷମାନେ ଭଣ୍ଡ ଭବିଷ୍ୟଦ୍ବକ୍ତାମାନଙ୍କୁ ମଧ୍ୟ ଭଲ ବୋଲି କହୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ।
Odia IRV 2017 (ଓଡିଆ ବାଇବେଲ)
ଯେତେବେଳେ ଲୋକ ସମସ୍ତେ ତୁମ୍ଭମାନଙ୍କର ପ୍ରଶଂସା କରନ୍ତି, ସେତେବେଳେ ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର; ସେହିପରି ତ ସେମାନଙ୍କ ପିତୃପୁରୁଷମାନେ ଭଣ୍ଡ ଭାବବାଦୀମାନଙ୍କ ପ୍ରତି କରୁଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಸಗ್ಳಿ ಲೊಕಾ ತುಮ್ಚ್ಯಾ ಬರೆಪಾನಾಚ್ಯಾ ವಿಶಯಾತ್ ಬೊಲ್ತಲ್ಯಾನೊ ತುಮ್ಚಿ ಗತ್ ಕಾಯ್ ಸಾಂಗು; ತೆಂಚ್ಯಾ ಅದ್ಲ್ಯಾ ವಾಡ್ ವಡ್ಲಾನಿ ಝುಟ್ಯಾ ಪ್ರವಾದ್ಯಾಕ್ನಿಬಿ ತಸೆಚ್ ಬರೆ-ಬರೆ ಬೊಲಲ್ಲ್ಯಾನಿ”.