Luke 6:28 — Compare Translations
7 translations compared side by side
Odia - 1840
"ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ବରଙ୍କୁ ପ୍ରାର୍ଥନା କର ଯେ ସେ ସମାନଙ୍କେୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭମାନେେ ସମାନଙ୍କେ ପାଇଁ ପ୍ରାର୍ଥନା କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପମାନ କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯେଉଁମାନେ ତୁମକୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର ଓ ଯେଉଁମାନେ ତୁମ ପ୍ରତି ଦୁର୍ବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର। ଯଦି କେହି ତୁମର ଗୋଟିଏ ଗାଲରେ ମାରେ, ତେବେ ତାକୁ ଅନ୍ୟ ଗାଲଟି ମଧ୍ୟ ଦେଖାଇ ଦିଅ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦେଉଛନ୍ତି, ପରମେଶ୍ୱରଙ୍କୁ ପ୍ରାର୍ଥନା କର ଯେ ସେ ସେମାନଙ୍କୁ ଆଶୀର୍ବାଦ କରନ୍ତୁ। ଯେଉଁମାନେ ତୁମ୍ଭମାନଙ୍କୁ ଆପମାନ ଦେଉଛନ୍ତି, ତୁମ୍ଭେମାନେ ସେମାନଙ୍କ ପାଇଁ ପ୍ରାର୍ଥନା କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର।
Odia IRV 2017 (ଓଡିଆ ବାଇବେଲ)
ଯେଉଁମାନେ ତୁମ୍ଭମାନଙ୍କୁ ଅଭିଶାପ ଦିଅନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଯେଉଁମାନେ ତୁମ୍ଭମାନଙ୍କୁ ଅପବ୍ୟବହାର କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ವರ್ತಿ ಸರಾಪ್ ಘಾಲ್ತಲ್ಯಾಕ್ನಿ ತುಮಿ ಆಶಿರ್ವಾದ್ ದಿವಾ, ಅನಿ ತುಮ್ಕಾ ವಾಯ್ಟ್ ಕರ್ತಲ್ಯಾಂಚ್ಯಾಸಾಟ್ನಿ ಮಾಗ್ನಿ ಕರಾ.