Luke 6:29 — Compare Translations

7 translations compared side by side

Odia - 1840
"ଯେଉଁଲୋକ ତୁମ୍ଭର ଗୋଟିଏ ଗାଲ ରେ ଚାପୁଡାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦଖାଇେ ଦିଅ। ଯେଉଁଲୋକ ତୁମ୍ଭର ଜାମାଟି ନଇଯାେଉଛି ତାହାକୁ ତୁମ୍ଭର ଧୋତିବି ନଇୟିବୋକୁ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟଟି ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ବାରଣ କର ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯଦି କେହି ତୁମର ଉତ୍ତରୀୟ ନେଇ ଯାଏ, ତେବେ ତାକୁ ତୁମେ ଅଙ୍ଗରଖା ମଧ୍ୟ ନେବାକୁ ବାରଣ କର ନାହିଁ,
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁ ଲୋକ ତୁମ୍ଭର ଗୋଟିଏ ଗାଲରେ ଗ୍ଭପୁଡ଼ାଟିଏ ମାରିବ, ତାହାକୁ ଅନ୍ୟ ଗାଲଟି ବି ଦେଖାଇ ଦିଅ। ଯେଉଁ ଲୋକ ତୁମ୍ଭର ଜାମାଟି ନେଇଯାଉଛି ତାହାକୁ ତୁମ୍ଭର ଧୋତିବି ନେଇଯିବାକୁ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡ଼ା ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ବସ୍ତ୍ର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା ମଧ୍ୟ ନେବାକୁ ମନା କର ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଯେ ତୁମ୍ଭକୁ ଗୋଟିଏ ଗାଲରେ ଚାପୁଡା଼ ମାରେ, ତାହା ପ୍ରତି ଅନ୍ୟ ଗାଲ ମଧ୍ୟ ଦେଖାଇଦିଅ; ଆଉ, ଯେ ତୁମ୍ଭର ଚାଦର ନେଇଯାଏ, ତାହାକୁ ତୁମ୍ଭର ଅଙ୍ଗରଖା (ପୋଷାକ) ମଧ୍ୟ ନେବାକୁ ମନା କର ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊನ್ ತರ್ ತುಮ್ಚ್ಯಾ ಎಕ್ ಗಾಲಾ ವರ್‍ತಿ ಮಾರ್‍ಲ್ಯಾರ್ ಅನಿ ಎಕ್ ಗಾಲಾ ವರ್‍ತಿ ತೆಕಾ ಮಾರುಕ್ ಸೊಡಾ; ಕೊನ್ ತರ್ ತುಮ್ಚಿ ವೈಲಿ ಅಂಗಿ ಕಾಡುನ್ ಘೆವ್‍ಲಾಲ್ಯಾರ್, ತುಮ್ಚಿ ಭುತ್ತುರ್ಲಿ ಅಂಗಿಬಿ ತೆಕಾ ನ್ಹೆವ್ಕ್ ಸೊಡಾ.