Luke 6:3 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ ଉତ୍ତର ଦେଲେ, ଦାଉଦ ଓ ତାହାଙ୍କ ସାଥୀମାନେ ଭୋକିଲା ଥିବା ବେଳେ ଦାଉଦ କ'ଣ କରିଥିଲେ, ତାହା କ'ଣ ତୁମ୍ଭମାନେେ ପଢିନାହଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ କ୍ଷୁଧିତ ହେବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପାଠ କରି ନାହଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାଙ୍କର ଲୋକମାନେ କ୍ଷୁଧିତ ଥିବା ସମୟରେ କ’ଣ କରିଥିଲେ, ତାହା ପଢ଼ି ନାହଁ କି?
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସାଥୀମାନେ ଭୋକିଲା ଥିବା ବେଳେ ଦାଉଦ କ’ଣ କରିଥିଲେ, ତାହା କ’ଣ ତୁମ୍ଭେମାନେ ପଢ଼ି ନାହଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ଦାଉଦ ଓ ତାହାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କଅଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?
Odia IRV 2017 (ଓଡିଆ ବାଇବେଲ)
ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, ଦାଉଦ ଓ ତାଙ୍କ ସଙ୍ଗୀମାନେ ଭୋକିଲା ଥିବା ସମୟରେ ସେ କ'ଣ କରିଥିଲେ, ତାହା ସୁଦ୍ଧା କି ତୁମ୍ଭେମାନେ ପଢ଼ି ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜುನ್ “ಅಪ್ನಾಕ್ ಅನಿ ತೆಚ್ಯಾ ವಾಂಗಿಯಾಕ್ನಿ ಭುಕ್ ಲಾಗಲ್ಲ್ಯಾ ತನ್ನಾ ದಾವಿದಾನ್ ಕಾಯ್ ಕರ್ಲ್ಯಾನ್ ಮನುನ್ ತುಮಿ ವಾಚ್ವುಕ್ನ್ಯಾಶಿ ಕಾಯ್?