Luke 6:31 — Compare Translations
7 translations compared side by side
Odia - 1840
"ଅନ୍ୟ ଲୋକମାନେ ତୁମ୍ଭମାନଙ୍କୁ ଯଭେଳି ବ୍ଯବହାର ଦଖାେନ୍ତୁ ବୋଲି ଇଚ୍ଛା କର, ତୁମ୍ଭମାନେେ ମଧ୍ଯ ଅନ୍ୟମାନଙ୍କୁ ମଧ୍ଯ ସହେିଭଳି ବ୍ଯବହାର ଦଖାେଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହିପ୍ରକାର କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭେମାନେ ଅନ୍ୟମାନଙ୍କଠାରୁ ଯେପରି ବ୍ୟବହାର ପାଇବାକୁ ଇଚ୍ଛା କର, ସେମାନଙ୍କ ପ୍ରତି ସେହିପରି ବ୍ୟବହାର କର।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଲୋକମାନେ ତୁମ୍ଭମାନଙ୍କୁ ଯେଭଳି ବ୍ୟବହାର ଦେଖାନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ମଧ୍ୟ ଅନ୍ୟମାନଙ୍କୁ ମଧ୍ୟ ସେହିଭଳି ବ୍ୟବହାର ଦେଖାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର।
Odia IRV 2017 (ଓଡିଆ ବାଇବେଲ)
ଲୋକମାନେ ତୁମ୍ଭମାନଙ୍କ ପ୍ରତି ଯେପ୍ରକାର ବ୍ୟବହାର କରନ୍ତୁ ବୋଲି ଇଚ୍ଛା କର, ତୁମ୍ଭେମାନେ ସେମାନଙ୍କ ପ୍ରତି ସେହି ପ୍ରକାର କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾನಿ ತುಮ್ಕಾ ಕಶೆ ಕರುಚೆ ಮನುನ್ ತುಮಿ ಯವಜ್ತ್ಯಾಶಿ ತಸೆಚ್ ತುಮಿಬಿ ದುಸ್ರ್ಯಾಕ್ನಿ ಕರಾ”.