Luke 6:32 — Compare Translations
7 translations compared side by side
Odia - 1840
"ଯେଉଁମାନେ ତୁମ୍ଭମାନଙ୍କୁ ପ୍ ରମେ କରନ୍ତି, ତୁମ୍ଭମାନେେ ଯଦି କବଳେ ସହେି ଲୋକମାନଙ୍କୁ ପ୍ ରମେ କରୁଛ, ତବେେ ତୁମ୍ଭମାନେେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ଯ? କାରଣ ପାପୀମାନେ ମାଧ୍ଯ ସହେିମାନଙ୍କୁ ପ୍ ରମେ କରନ୍ତି, ଯେଉଁମାନେ ସମାନଙ୍କେୁ ପ୍ ରମେ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀ-ମାନଙ୍କୁ ପ୍ରେମ କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଯେଉଁମାନେ ତୁମକୁ ପ୍ରେମ କରନ୍ତି, କେବଳ ସେମାନଙ୍କୁ ପ୍ରେମ କଲେ, ତୁମ୍ଭେମାନେ କାହିଁକି ଆଶୀର୍ବାଦ ପାଇବ? ଅଧାର୍ମିକମାନେ ମଧ୍ୟ ସେମାନଙ୍କୁ ପ୍ରେମ କରୁଥିବା ଲୋକମାନଙ୍କୁ ପ୍ରେମ କରନ୍ତି!
Odia Bible ERV 2004 (ପବିତ୍ର ବାଇବଲ)
“ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ତୁମ୍ଭେମାନେ ଯଦି କେବଳ ସେହି ଲୋକମାନଙ୍କୁ ପ୍ରେମ କରୁଛ, ତେବେ ତୁମ୍ଭେମାନେ କେଉଁ ପ୍ରଶଂସା ପାଇବାକୁ ଯୋଗ୍ୟ? କାରଣ ପାପୀମାନେ ମଧ୍ୟ ସେହିମାନଙ୍କୁ ପ୍ରେମ କରନ୍ତି, ଯେଉଁମାନେ ସେମାନଙ୍କୁ ପ୍ରେମ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ପ୍ରେମ କରନ୍ତି, ସେମାନଙ୍କୁ ପ୍ରେମ କଲେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ଆପଣା ଆପଣା ପ୍ରେମକାରୀମାନଙ୍କୁ ପ୍ରେମ କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತುಮ್ಚೊ ಪ್ರೆಮ್ ಕರ್ತಲ್ಯಾಂಚೊ ಎವ್ಡೊಚ್ ತುಮಿ ಪ್ರೆಮ್ ಕರ್ಲ್ಯಾರ್, ತುಮ್ಕಾ ಕಸ್ಲೊ ಆಶಿರ್ವಾದ್ ಗಾವ್ತಾ? ಪಾಪಿ ಲೊಕಾಬಿ ಅಪ್ನಾಚೊ ಪ್ರೆಮ್ ಕರ್ತಲ್ಯಾಂಚೊ ಪ್ರೆಮ್ ಕರ್ತ್ಯಾತ್!