Luke 6:33 — Compare Translations

7 translations compared side by side

Odia - 1840
"ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭମାନେେ ଯଦି କବଳେ ସହେିମାନଙ୍କର ଉପକାର କରିବ, ତବେେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ଯ ଏହିପରି କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଆଉ ଯେଉଁମାନେ ତୁମର ମଙ୍ଗଳ କରନ୍ତି, ତୁମେ ଯଦି କେବଳ ସେମାନଙ୍କ ମଙ୍ଗଳ କର, ତୁମେ କାହିଁକି ଆଶୀର୍ବାଦ ପାଇବ? ଅଧାର୍ମିକମାନେ ମଧ୍ୟ ସେପରି କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ତୁମ୍ଭମାନଙ୍କର ଉପକାର କରନ୍ତି, ତୁମ୍ଭେମାନେ ଯଦି କେବଳ ସେହିମାନଙ୍କର ଉପକାର କରିବ, ତେବେ ତୁମ୍ଭମାନଙ୍କର ମହତ ପଣିଆ କେଉଁଠି ରହିଲା? କାରଣ ପାପୀମାନେ ମଧ୍ୟ ଏହିପରି କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ଯେଉଁମାନେ ତୁମ୍ଭମାନଙ୍କର ମଙ୍ଗଳ କରନ୍ତି, ଯଦି ତୁମ୍ଭେମାନେ ସେମାନଙ୍କର ମଙ୍ଗଳ କର, ତେବେ ତୁମ୍ଭେମାନେ କି ଅନୁଗ୍ରହ ପାଇବ? କାରଣ ପାପୀମାନେ ସୁଦ୍ଧା ତାହା କରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅನಿ ತುಮ್ಕಾ ಬರೆ ಕರ್‍ತಲ್ಯಾಕ್ನಿ ಎವ್ಡೆಚ್ ತುಮಿ ಬರೆ ಕರ್‍ಲ್ಯಾರ್, ತುಮ್ಕಾ ಕಸ್ಲೊ ಆಶಿರ್ವಾದ್ ಗಾವ್ತಾ? ಪಾಪಿ ಲೊಕಾಬಿ ಹೆ ಸಗ್ಳೆ ಕರ್‍ತ್ಯಾತ್!