Luke 6:35 — Compare Translations
7 translations compared side by side
Odia - 1840
"ତାନ ନିଜ ଶତୃକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫରେି ପାଇବାର କୌଣସି ଆଶା ନରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭମାନେେ ସର୍ବୋପରିସ୍ଥ ପରମେଶ୍ବରଙ୍କର ସନ୍ତାନ ହବେ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ଯ ଦୟଶୀଳ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି ପରିଶୋଧର ଆଶା ନ ରଖି ଋଣ ଦିଅ⇧; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ପରାତ୍ପରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି କୃପାବାନ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ବରଂ ତୁମର ଶତ୍ରୁମାନଙ୍କୁ ପ୍ରେମ କର ଓ ସେମାନଙ୍କର ମଙ୍ଗଳ କର; ପରିଶୋଧର ଆଶା ନ ରଖି ଋଣ ଦିଅ। ତା’ହେଲେ ତୁମ୍ଭେମାନେ ମହାପୁରସ୍କାର ପାଇବ ଓ ପରାତ୍ପର ଈଶ୍ୱରଙ୍କ ସନ୍ତାନ ହେବ। କାରଣ ଅକୃତଜ୍ଞ ଓ ଦୁଷ୍ଟ ଲୋକମାନଙ୍କୁ ମଧ୍ୟ ଈଶ୍ୱର କୃପା କରନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ନିଜ ଶତ୍ରୁକୁ ଭଲ ପାଅ। ଲୋକଙ୍କର ଉପକାର କର ଓ ଫେରି ପାଇବାର କୌଣସି ଆଶା ନ ରଖି ଟଙ୍କା ଧାର ଦିଅ। ଏହା କଲେ ତୁମ୍ଭମାନଙ୍କୁ ପ୍ରଚୁର ପୁରସ୍କାର ମିଳିବ। ତୁମ୍ଭେମାନେ ସର୍ବୋପରିସ୍ଥ ପରମେଶ୍ୱରଙ୍କର ସନ୍ତାନ ହେବ। କାରଣ ସେ କପଟୀ ଏବଂ ଦୁଷ୍ଟ ଲୋକମାନଙ୍କ ପ୍ରତି ମଧ୍ୟ ଦୟାଶୀଳ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧ ନେବାର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଈଶ୍ୱରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚ್ಯಾ ದುಸ್ಮಾನಾಂಚೊ ಪ್ರೆಮ್ ಕರಾ ಅನಿ ತೆಂಕಾ ಬರೆ ಕರಾ; ಪರ್ತುನ್ ಅನಿ ಘೆತಲಿ ಆಸ್ಯಾ ನಸ್ತಾನಾ ರಿನ್ ದಿವಾ, ತನ್ನಾ ತುಮ್ಕಾ ಭೊಮಾನ್ ಗಾವ್ತಾ, ಅನಿ ತುಮಿ ಲೈ ಮೊಟ್ಯಾ ದೆವಾಚಿ ಪೊರಾ ಹೊತ್ಯಾಶಿ. ತೆಕಾ ಪಾಪಿ ಅನಿ ಬುರ್ಶಿ ಲೊಕಾಬಿ ಬರಿಚ್.