Luke 6:36 — Compare Translations

7 translations compared side by side

Odia - 1840
"ତୁମ୍ଭମାନଙ୍କର ପରମପିତା ଯେଉଁଭଳି ତୁମ୍ଭମାନଙ୍କୁ ପ୍ ରମେ ଦଖାେନ୍ତି ଓ ଦୟା କରନ୍ତି, ତୁମ୍ଭମାନେେ ମଧ୍ଯ, ସହେିଭଳି ଅନ୍ୟମାନଙ୍କୁ ଦୟା ଦଖାେଅ ଓ ପ୍ ରମେ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମ୍ଭମାନଙ୍କର ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭମାନଙ୍କର ପରମପିତା ଯେଉଁଭଳି ତୁମ୍ଭମାନଙ୍କୁ ପ୍ରେମ ଦେଖାନ୍ତି ଓ ଦୟା କରନ୍ତି, ତୁମ୍ଭେମାନେ ମଧ୍ୟ, ସେହିଭଳି ଅନ୍ୟମାନଙ୍କୁ ଦୟା ଦେଖାଅ ଓ ପ୍ରେମ କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।”
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭମାନଙ୍କ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತುಮ್ಚೊ ಸರ್‍ಗಾ ವೈಲೊ ಬಾಬಾ ಕಸೊ ದಯಾ ದಾಕ್ವುನಾರೊ ತಸೆ ತುಮಿಬಿ ದಯಾ ದಾಕ್ವುತಲಿ ಲೊಕಾ ಹೊವಾ”.