Luke 6:38 — Compare Translations

7 translations compared side by side

Odia - 1840
"ଅନ୍ୟକୁ ଦିଅ, ତବେେ ତୁମ୍ଭନମୋନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆୟିବ। ତୁମ୍ଭମାନେେ ଯେତିକି ଧରି ପାରିବ, ତା'ଠାରୁ ଅଧିକ ତୁମ୍ଭମାନଙ୍କ ହାତ ରେ ଢାଳି ଦିଆୟିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆୟିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡିବ। ତୁମ୍ଭମାନେେ ଯେଉଁଭଳି ଭାବରେ ଅନ୍ୟକୁ ଦବେ, ପରମେଶ୍ବର ବି ତୁମ୍ଭମାନଙ୍କୁ ସହେିଭଳି ଭାବରେ ଦବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଇ ଦିଆଯିବ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଦାନ କର, ତା’ହେଲେ ଈଶ୍ୱର ତୁମ୍ଭମାନଙ୍କୁ ଦେବେ। ବାସ୍ତବରେ ତୁମ୍ଭେମାନେ ପୂର୍ଣ୍ଣ ମାତ୍ରାରେ ପାଇବ, ମାଣ ଉଛୁଳାଇ ପ୍ରଚୁର ପରିମାଣରେ ତୁମ୍ଭମାନଙ୍କୁ ଦିଆଯିବ। ଅନ୍ୟମାନଙ୍କ ନିମନ୍ତେ ତୁମ୍ଭେମାନେ ଯେଉଁ ମାପ ବ୍ୟବହାର କର, ଈଶ୍ୱର ତୁମ ପ୍ରତି ଠିକ୍ ସେହି ମାପ ବ୍ୟବହାର କରିବେ।”
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟକୁ ଦିଅ, ତେବେ ତୁମ୍ଭେମାନେ ପାଇବ। ତୁମ୍ଭମାନଙ୍କୁ ବହୁତ ଦିଆଯିବ। ତୁମ୍ଭେମାନେ ଯେତିକି ଧରି ପାରିବ, ତା’ଠାରୁ ଅଧିକ ତୁମ୍ଭମାନଙ୍କ ହାତରେ ଢାଳି ଦିଆଯିବ। ତୁମ୍ଭମାନଙ୍କୁ ଏତେ ଅଧିକ ଦିଆଯିବ ଯେ ସେଥିରୁ ବହୁତ ତୁମ୍ଭମାନଙ୍କ ଅଣ୍ଟିରୁ ଉଛୁଳି ପଡ଼ିବ। ତୁମ୍ଭେମାନେ ଯେଉଁଭଳି ଭାବରେ ଅନ୍ୟକୁ ଦେବ, ପରମେଶ୍ୱର ବି ତୁମ୍ଭମାନଙ୍କୁ ସେହିଭଳି ଭାବରେ ଦେବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ।
Odia IRV 2017 (ଓଡିଆ ବାଇବେଲ)
ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି, ମପାଇଦିଆଯିବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದುಸ್ರ್ಯಾಕ್ನಿ ದಿವಾ,ಅನಿ ದೆವ್ ತುಮ್ಕಾ ದಿತಾ.ಹೆಚ್ಯಾ ಬದ್ಲಾಕ್, ಮಾಪ್ ಭರುನ್ ತುಮ್ಕಾ ದಿವ್ನ್ ಹೊತಾ,ತುಮ್ಚ್ಯಾ ಪೊಶಾತ್ ಭರುನ್ ಪಡಿಸರ್ಕೆ ತುಮ್ಕಾ ಗಾವ್ತಾ, ಖಲ್ಯಾ ಮಾಪಾನ್ ತುಮಿ ದುಸ್ರ್ಯಾಕ್ನಿ ದಿತ್ಯಾಶಿ ತ್ಯಾಚ್ ಮಾಪಾನ್ ದೆವ್ ತುಮ್ಕಾ ಮೆಜುನ್ ದಿತಾ”.

Recommended Reading