Luke 6:39 — Compare Translations
7 translations compared side by side
Odia - 1840
"ଯୀଶୁ ସମାନଙ୍କେୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ, ଜଣେ ଅନ୍ଧ ଆଉ ଜଣେ ଅନ୍ଧକୁ ବାଟ ଦଖାଇେ ପାରିବ କି? ନା! ତାହାକଲେ ଉଭୟ ଗୋଟିଏ ଖାଲ ରେ ଖସି ପଡିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇ ପାରେ? ସେମାନେ କଅଣ ଉଭୟେ ଖାତରେ ପଡ଼ିବେ ନାହିଁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ସେମାନଙ୍କୁ ଦୃଷ୍ଟାନ୍ତ ଦେଇ କହିଲେ: “ଜଣେ ଅନ୍ଧ ଅନ୍ୟ ଅନ୍ଧକୁ ବାଟ କଢ଼ାଇ ନେଇ ପାରିବ ନାହିଁ, ଯଦି ସେ ସେପରି କରେ, ଦୁଇ ଜଣ ଖାଲରେ ପଡ଼ିବେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ କଥା କହିଲେ, “ଜଣେ ଅନ୍ଧ ଆଉ ଜଣେ ଅନ୍ଧକୁ ବାଟ ଦେଖାଇ ପାରିବ କି? ନା! ତାହାକଲେ ଉଭୟ ଗୋଟିଏ ଖାଲରେ ଖସି ପଡ଼ିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ?
Odia IRV 2017 (ଓଡିଆ ବାଇବେଲ)
ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କ'ଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କ'ଣ ଉଭୟେ ଗାତରେ ପଡ଼ିବେ ନାହିଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜುನ್ ತೆಂಕಾ ಹಿ ಕಾನಿ ಸಾಂಗಟ್ಲ್ಯಾನ್; ಎಕ್ ಕುಡ್ಡ್ಯಾನ್ ಅನಿಎಕ್ ಕುಡ್ಡ್ಯಾಕ್ ವಾಟ್ ದಾಕ್ವುಕ್ ಹೊಯ್ನಾ; ತೆನಿ ತಸೆ ಕರ್ಲ್ಯಾರ್, ದೊಗೆ ಜಾನಾಬಿ ಖಡ್ಡ್ಯಾತ್ ಪಡ್ತ್ಯಾತ್.