Luke 6:40 — Compare Translations
7 translations compared side by side
Odia - 1840
"ଜଣେ ଛାତ୍ର ତା' ଶିକ୍ଷକ ଠାରୁ ବଡ ହଇେ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରେତ୍ୟକକ ବିଷୟ ସଂମ୍ପୁର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହାଇଯୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ ।
Odia BSI (ପବିତ୍ର ବାଇବଲ (CL) NT (BSI))
କୌଣସି ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ, କିନ୍ତୁ ଶିଷ୍ୟର ଶିକ୍ଷା ସିଦ୍ଧ ହେଲେ ସେ ଗୁରୁଙ୍କ ସମକକ୍ଷ ହେବ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଛାତ୍ର ତା’ ଶିକ୍ଷକଠାରୁ ବଡ଼ ହେଇ ପାରିବ ନାହିଁ। କିନ୍ତୁ ଛାତ୍ର ଜଣକ ପ୍ରତ୍ୟେକ ବିଷୟ ସମ୍ପୂର୍ଣ୍ଣ ଶିଖି ସାରିବା ପରେ ନିଜ ଶିକ୍ଷକଙ୍କ ସମାନ ହୋଇଯାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ।
Odia IRV 2017 (ଓଡିଆ ବାଇବେଲ)
ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಸಾಳ್ ಶಿಕ್ನಾರೊ ಮಾಸ್ತರಾಚ್ಯಾನ್ಕಿ ಮೊಟೊ ನ್ಹಯ್; ಖರೆ ಸಗ್ಳೆ ಸಾಳ್ ಶಿಕ್ತಲೆ ಶಿಕುನ್ ಮಾಸ್ತರಾ ಸರ್ಕೆ ಗುರುಜಿ ಹೊತ್ಯಾತ್.