Luke 6:41 — Compare Translations
7 translations compared side by side
Odia - 1840
"ତୁମ୍ଭମାନେେ ନିଜ ଭାଇ ଆଖି ରେ ପଡିଥିବା ଗୋଟିଏ େଛାଟ ଗୁଣ୍ଡଟି ଆଡକୁ କାହିଁକି ଚାହୁଁଛ? ତୁମ୍ଭମାନଙ୍କୁ କ'ଣ ନିଜ ଆଖି ରେ ପଡିଥିବା ବଡ କାଠ ଖଣ୍ଡିକ ଦଖାଯାେଉନାହିଁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁଣ?
Odia BSI (ପବିତ୍ର ବାଇବଲ (CL) NT (BSI))
“ନିଜ ଆଖିରେ ଥିବା କଡ଼ିକାଠ ବିଷୟରେ ଚିନ୍ତା ନ କରି, ତୁମ୍ଭେମାନେ କାହିଁକି ତୁମ ଭାଇର ଆଖିରେ ଥିବା କୁଟାଟିକୁ ଦେଖୁଛ?
Odia Bible ERV 2004 (ପବିତ୍ର ବାଇବଲ)
“ତୁମ୍ଭେମାନେ ନିଜ ଭାଇ ଆଖିରେ ପଡ଼ିଥିବା ଗୋଟିଏ ଛୋଟ ଗୁଣ୍ଡଟି ଆଡ଼କୁ କାହିଁକି ଗ୍ଭହୁଁଛ? ତୁମ୍ଭମାନଙ୍କୁ କ’ଣ ନିଜ ଆଖିରେ ପଡ଼ିଥିବା ବଡ଼ କାଠ ଖଣ୍ଡିକ ଦେଖାଯାଉ ନାହିଁ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ?
Odia IRV 2017 (ଓଡିଆ ବାଇବେଲ)
ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କାଠପଟା ଅଛି, ତାହା ଭାବି ଦେଖୁ ନାହଁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ತಿಯಾ ತುಜ್ಯಾ ಡೊಳ್ಯಾತ್ನಿ ಹೊತ್ತೊ ಮೊಟೊ ನಾಕ್ಡಾಚೊ ತುಕ್ಡೊ ಬಗಿನಸ್ತಾನಾ,ತುಜ್ಯಾ ಭಾವಾಚ್ಯಾ ಡೊಳ್ಯಾತ್ಲೊ ಬಾರಿಕ್ಲೊ ಕಚ್ರೊ ಕಶ್ಯಾಕ್ ಬಗುಕ್ ಜಾತೆ?