Luke 6:43 — Compare Translations

7 translations compared side by side

Odia - 1840
" ଗୋଟିଏ ଭଲ ଗଛ ରେ ଖରାପ ଫଳ ଫଳେ ନାହିଁ। ଠିକ୍ ସହେିଭଳି ଗୋଟିଏ ଖରାପ ଗଛ ରେ ଭଲ ଫଳ ଫଳେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ ।
Odia BSI (ପବିତ୍ର ବାଇବଲ (CL) NT (BSI))
“ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ କିମ୍ବା ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ଦୁଇ ପ୍ରକାରର ଫଳ “ଗୋଟିଏ ଭଲ ଗଛରେ ଖରାପ ଫଳ ଫଳେ ନାହିଁ। ଠିକ୍ ସେହିଭଳି ଗୋଟିଏ ଖରାପ ଗଛରେ ଭଲ ଫଳ ଫଳେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಎಕ್ ಬರೆ ಝಾಡ್ ಬುರ್ಶಿ ಫಳಾ ದಿ ನಾ,ಅನಿ ಎಕ್ ಬುರ್ಶೆ ಝಾಡ್ ಬರಿ ಫಳಾ ದಿ ನಾ.