Luke 6:44 — Compare Translations
7 translations compared side by side
Odia - 1840
"ପ୍ରେତ୍ୟକକ ଗଛ ତା'ର ଫଳ ଦ୍ବରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷା କୋଳି ପାଆନ୍ତି ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ଵାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମିରି ତୋଳନ୍ତି ନାହିଁ, କିମ୍ଵା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ପ୍ରତ୍ୟେକ ଗଛ ତା’ର ଫଳ ଦ୍ୱାରା ଚିହ୍ନାଯାଏ; ତୁମ୍ଭେମାନେ କଣ୍ଟା ଗଛରୁ ଡ଼ିମିରି କିମ୍ବା କଣ୍ଟା ବୁଦାରୁ ଅଙ୍ଗୁର ତୋଳି ପାରିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ ଗଛ ତା’ର ଫଳ ଦ୍ୱାରା ଚିହ୍ନି ହୁଏ। ଲୋକମାନେ ଅନାବନା କଣ୍ଟା ଗଛରୁ ଡିମ୍ବିରିଫଳ ସଂଗ୍ରହ କରନ୍ତି ନାହିଁ କି କଣ୍ଟା ବୁଦାରୁ ଦ୍ରାକ୍ଷାକୋଳି ପାଆନ୍ତି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ।
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାବୁଦାରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಫಳಾಕ್ನಿ ಬಗುನುಚ್ ಝಾಡ್ ಕಸ್ಲೆ ಮನುನ್ ಕಳುನ್ ಯೆತಾ; ಕಾಟ್ಯಾಂಚ್ಯಾ ಝಿಳಿತ್ ಅಂಜುರಾಚಿ ಫಳಾ ಗಾವಿನ್ಯಾತ್, ಕಾಟ್ಯಾಂಚ್ಯಾ ಝಿಳಿತ್ ದರಾಕ್ಷಿಚಿ ಹನ್ನಾ ಗಾವಿನ್ಯಾತ್.