Luke 6:45 — Compare Translations

7 translations compared side by side

Odia - 1840
"ଜଣେ ଭଲ ଲୋକର ମନ ଭିତ ରେ ଭଲ ବିଷୟ ସଞ୍ଚିତ ହାଇେ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତ ରେ ଖରାପ ବିଷୟ ସଞ୍ଚିତ ହାଇେ ରିହଥାଏ। ତେଣୁ ତା' ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତ ରେ ଯାହା ଥାଏ, ସେ ତାହା କହିଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ତାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି ମନ୍ଦ ଲୋକ ମନ୍ଦ ଭଣ୍ତାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧାର୍ମିକ ଲୋକ ନିଜ ହୃଦୟରେ ସଞ୍ଚିତ ଉତ୍ତମ ଭଣ୍ଡାରରୁ ଉତ୍ତମ ବିଷୟ ବାହାର କରି ଆଣେ ଏବଂ ଅଧାର୍ମିକ ଲୋକ ତା’ ଭଣ୍ଡାରରୁ ମନ୍ଦ ବିଷୟ ବାହାର କରେ। କାରଣ ହୃଦୟ ଯେଉଁ ବିଷୟରେ ପୂର୍ଣ୍ଣ, ମୁଖ ତାହା ପ୍ରକାଶ କରେ।
Odia Bible ERV 2004 (ପବିତ୍ର ବାଇବଲ)
ଜଣେ ଭଲ ଲୋକର ମନ ଭିତରେ ଭଲ ବିଷୟ ସଞ୍ଚିତ ହୋଇ ରହିଥାଏ। ତେଣୁ ତା ମନ ଭିତରୁ ଭଲ ବିଷୟ ବାହାରିଥାଏ। କିନ୍ତୁ ଗୋଟିଏ ଖରାପ ଲୋକର ମନ ଭିତରେ ଖରାପ ବିଷୟ ସଞ୍ଚିତ ହୋଇ ରିହଥାଏ। ତେଣୁ ତା’ ମନ ଭିତରୁ ଖରାପ ବିଷୟ ବାହାରିଥାଏ। ଜଣେ ଲୋକର ମନ ଭିତରେ ଯାହା ଥାଏ, ସେ ତାହା କହିଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
Odia IRV 2017 (ଓଡିଆ ବାଇବେଲ)
ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಬರೊ ಮಾನುಸ್ ಅಪ್ನಾಚ್ಯಾ ಮನಾತ್ ಗೊಳಾ ಕರುನ್ ಥವಲ್ಲೆ ಬರೆಚ್ ಅಪ್ನಾಚ್ಯಾ ಮನಾತ್ನಾ ಭಾಯ್ರ್ ಕಾಡ್ತಾ, ಎಕ್ ಬುರ್ಸೊ ಮಾನುಸ್ ಅಪ್ನಾಚ್ಯಾ ಮನಾತ್ ಗೊಳಾ ಕರುನ್ ಥವಲ್ಲೆ ಬುರ್ಶೆಚ್ ಅಪ್ನಾಚ್ಯಾ ಮನಾತ್ನಾ ಭಾಯ್ರ್ ಕಾಡ್ತಾ. ಜೆ ಕಾಯ್ ಮನಾತ್ ಹಾಯ್ ತೆಚ್ ತೊಂಡಾತ್ನಾ ಭಾಯ್ರ್ ಯೆತಾ”.