Luke 6:48 — Compare Translations

7 translations compared side by side

Odia - 1840
"ସେ ଲୋକ ଘର ତିଆରି କରୁଥିବା ଗୋଟିଏ ଲୋକ ଭଳି। ସେ ଗଭୀର କରି ଗାତ ଖୋଳେ ଓ ଦୃଢ ପଥର ଉପରେ ମୂଳଦୁଆ ପକାଏ! ଯେତବେେଳେ ବଢି ଆ ସେ, ପାଣି ସେ ଘରକୁ ଭ ସଇେ ନବୋକୁ ଧକ୍କା ମାନେ, କିନ୍ତୁ ଆଦୌ ହଲଇେ ପରେ ନାହିଁ। କାରଣ ଘରଟି ମଜ୍ଭୁତ ଭାବରେ ତିଆରି ହାଇେଥାଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଏପରି ଜଣେ ଘର ତୋଳିବା ଲୋକ ପରି, ଯେ ଗହୀର କରି ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ, ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ଟଳାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ତୋଳାଯାଇଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଗଭୀର କରି ଖୋଳି ପଥର ଉପରେ ମୂଳଦୁଆ ପକାଇ ଗୃହ ନିର୍ମାଣ କରିବା ଲୋକ ପରି। ନଦୀରେ ବନ୍ୟା ଆସି ଘରକୁ ଧକ୍କା ଦେଲା, କିନ୍ତୁ ତାହା ସୁଦୃଢ଼ ହୋଇ ଥିବାରୁ ତାହାକୁ ଟଳାଇ ପାରିଲା ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକ ଘର ତିଆରି କରୁଥିବା ଗୋଟିଏ ଲୋକ ଭଳି। ସେ ଗଭୀର କରି ଗାତ ଖୋଳେ ଓ ଦୃଢ଼ ପଥର ଉପରେ ମୂଳଦୁଆ ପକାଏ! ଯେତେବେଳେ ବଢ଼ି ଆସେ, ପାଣି ସେ ଘରକୁ ଭସେଇ ନେବାକୁ ଧ‌‌କ୍‌‌କା ମାରେ, କିନ୍ତୁ ଆଦୌ ହଲେଇ ପାରେ ନାହିଁ। କାରଣ ଘରଟି ମ‌ଜ୍‌ଭୂତ ଭାବରେ ତିଆରି ହୋଇଥାଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೊ ಎಕ್ ಘರ್ ಭಾಂದ್ತಲ್ಯಾ ಮಾನ್ಸಾ ಸರ್ಕೊ ತೊ ಅಪ್ನಾಚ್ಯಾ ಘರಾಚಿ ಪಾಯಾ ಖೊಲ್ ಖಂಡ್ತಾ ಅನಿ ಗುಂಡ್ಯಾ ವರ್‍ತಿ ಪಾಯಾ ಭರ್‍ತಾ. ನ್ಹಯ್ ಭರುನ್ ಯೆತಾ, ಅನಿ ಪಾನಿ ತ್ಯಾ ಘರಾಕ್ ಯೆವ್ನ್ ಮಾರ್‍ತಾ ಖರೆ ತೆ ಘರ್ ಹಾಲಿನಾ,ಕಶ್ಯಾಕ್ ಮಟ್ಲ್ಯಾರ್ ತೆ ಘರ್ ಘಟ್ಮುಟ್ ಗುಂಡ್ಯಾಚ್ಯಾ ವರ್‍ತಿ ಭಾಂದಲ್ಲೆ ಹೊತ್ತೆ.