Luke 6:49 — Compare Translations

7 translations compared side by side

Odia - 1840
"କିନ୍ତୁ ଯେଉଁ ଲୋକ ମାରେଉପଦେଶ ଶୁଣେ, କିନ୍ତୁ ତାହା ମାନେ ନାହିଁ, ସେ ଲୋକ ମୁଳଦୁଆ ନପକାଇ କବଳେ ବାଲି ଉପରେ ଘର ତୋଳୁଥିବା ଲୋକଟିଏ ପରି। ଯେତବେେଳେ ବଢି ଆ ସେ, ଘରଟି ଅତି ସହଜ ରେ ପଡିଯାଏ ଏବଂ ସଂପୂର୍ଣ୍ଣ ରୂପେ ନଷ୍ଟ ହାଇଯୋଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ତୋଳିବା ଲୋକ ପରି; ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରନ୍ତେ, ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯଦି କେହି ମୋର କଥା ଶୁଣେ, କିନ୍ତୁ ତାହା ପାଳନ କରେ ନାହିଁ, ତେବେ ସେ ମୂଳଦୁଆ ନ ପକାଇ ଗୃହ ନିର୍ମାଣ କରିଥିବା ଲୋକ ସଦୃଶ; ଯେତେବେଳେ ବନ୍ୟା ଆସେ ସେ ଘରକୁ ଧକ୍କା ଦେଲା, ତାହା ସଙ୍ଗେ ସଙ୍ଗେ ଭୁଷୁଡ଼ି ପଡ଼ିଲା - କେଡ଼େ ଭୟଙ୍କରଭାବେ ତାହା ଧ୍ୱଂସ ପାଇଲା।”
Odia Bible ERV 2004 (ପବିତ୍ର ବାଇବଲ)
“କିନ୍ତୁ ଯେଉଁ ଲୋକ ମୋର ଉପଦେଶ ଶୁଣେ, କିନ୍ତୁ ତାହା ମାନେ ନାହିଁ, ସେ ଲୋକ ମୂଳଦୁଆ ନ ପକାଇ କେବଳ ବାଲି ଉପରେ ଘର ତୋଳୁଥିବା ଲୋକଟିଏ ପରି। ଯେତେବେଳେ ବଢ଼ି ଆସେ, ଘରଟି ଅତି ସହଜରେ ପଡ଼ିଯାଏ ଏବଂ ସମ୍ପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।”
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಮಿಯಾ ಸಾಂಗಟಲ್ಲ್ಯಾ ಗೊಸ್ಟಿಯಾ ಆಯ್ಕುನ್ ತೆಚೆ ಸಾರ್ಕೆ ಚಲಿನಸಲ್ಲೊ ಪಾಯಾ ಭರಿನಸ್ತಾನಾ ಮಾಟಿ ವರ್‍ತಿ ಘರ್ ಭಾಂದ್ತಲ್ಯಾ ಮಾನ್ಸಾ ಬಾಸೆನ್,ನ್ಹಯ್ ಭರುನ್ ಪಾನಿ ಯೆತಾ ಅನಿ ತ್ಯಾ ಘರಾಕ್ ಮಾರ್‍ತಾ ಅನಿ ತೆ ಘರ್ ಕೊಸ್ಳುನ್ ಪಡುನ್ ಜಾತಾ ಅನಿ ಸಗ್ಳೆಚ್ ನಾಸ್ ಹೊವ್ನ್ ಜಾತಾ”.