Luke 6:7 — Compare Translations

7 translations compared side by side

Odia - 1840
"ବିଶ୍ରାମବାର ରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସଠାେରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସମାନେେ ଦେଖିବାକୁ ଚାହୁଁଥିଲେ ଯେ ଯୀଶୁ କିଛି ଭୁଲ କାମ କଲେ ସମାନେେ ତାହାଙ୍କୁ ଦୋଷୀ ସାବ୍ଯସ୍ତ କରିପାରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ବିରୁଦ୍ଧରେ ଅଭିଯୋଗର କାରଣ ପାଇ ପାରନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଧର୍ମଗୁରୁ ଓ ଫାରୁଶୀମାନଙ୍କ ମଧ୍ୟରୁ କେତେଜଣ ଯୀଶୁଙ୍କ ଦୋଷ ଧରିବା ପାଇଁ କାରଣ ଖୋଜୁଥିଲେ। ସେ ବିଶ୍ରାମବାର ଦିନ ସୁସ୍ଥ କରିବେ କି ନାହିଁ, ତାହା ଦେଖିବାକୁ ତାଙ୍କ ପ୍ରତି ତୀକ୍ଷ୍ଣ ଦୃଷ୍ଟି ରଖିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ବିଶ୍ରାମବାରରେ ଯୀଶୁ କାହାରିକୁ ସୁସ୍ଥ କରି ଦେଉଛନ୍ତି କି ନାହିଁ ତାହା ଦେଖିବା ପାଇଁ ସେଠାରେ ଯିହୂଦୀ ଧର୍ମଶାସ୍ତ୍ରୀ ଓ ଫାରୂଶୀମାନେ ଅପେକ୍ଷା କରି ରହିଥିଲେ। ସେମାନେ ଦେଖିବାକୁ ଗ୍ଭହୁଁଥିଲେ ଯେ, ଯୀଶୁ କିଛି ଭୁଲ୍ କାମ କଲେ ସେମାନେ ତାହାଙ୍କୁ ଦୋଷୀ ସାବ୍ୟସ୍ତ କରି ପାରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେ କେଜାଣି ବିଶ୍ରାମବାର ଦିନରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେ କେଜାଣି ବିଶ୍ରାମବାରରେ ସୁସ୍ଥ କରନ୍ତି, ଏହା ଦେଖିବା ପାଇଁ ଶାସ୍ତ୍ରୀ ଓ ଫାରୂଶୀମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ, ଯେପରି ସେମାନେ ତାହାଙ୍କ ଭୁଲ୍ ପାଇ ପାରନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಉಲ್ಲೆ ಫಾರಿಜೆವ್, ಅನಿ ಖಾಯ್ದೆ ಶಿಕ್ವುತಲೆ ಜೆಜುಕ್ ಸಿರ್ಕುನ್ ಘಾಲುಕ್ ಎಕ್ ಅವ್ಕಾಸ್ ಹುಡ್ಕುಕ್ ಲಾಗಲ್ಲೆ, ತೆನಿ ಜಗ್ಗೊಳ್ ಯೆವ್ನ್ ಸಬ್ಬತಾಚ್ಯಾ ದಿಸಿ ಜೆಜು ತ್ಯಾ ಹಾತಾಕ್ ವಾರೆಮಾರಲ್ಲ್ಯಾ ಮಾನ್ಸಾಕ್ ಗುನ್ ಕರ್‍ತಾ ಕಾಯ್ ಬಗುವಾ ಮನುನ್ ರಾಕುನ್ಗೆತ್ ಹೊತ್ತೆ.