Luke 6:8 — Compare Translations
7 translations compared side by side
Odia - 1840
"କିନ୍ତୁ ସମାନେେ କ'ଣ ଭାବୁଛନ୍ତି, ତାହା ଯୀଶୁ ଜାଣି ପାରିଲେ। ତେଣୁ ଯେଉଁ ଲୋକଟିର ହାତ ପଙ୍ଗୁ ହାଇଯୋଇଥିଲା, ଯୀଶୁ ତାହାକୁ କହିଲେ, ଉଠ ଓ ସମସ୍ତଙ୍କ ଆଗ ରେ ଠିଆ ହାଇେ ଯାଅ। ସେ ଉଠିପଡି ସମସ୍ତଙ୍କ ଆଗ ରେ ଠିଆ ହାଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ସେ ସେମାନଙ୍କର ତର୍କବିତର୍କ ଜ୍ଞାତ ହୋଇ, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ । ପୁଣି, ସେ ଉଠି ଠିଆ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯୀଶୁ ସେମାନଙ୍କର ମନୋଭାବ ଜାଣି ଲୋକଟିକୁ କହିଲେ, “ଉଠି ଠିଆହୁଅ।” ଲୋକଟି ଉଠି ସେଠାରେ ଠିଆହେଲା।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ସେମାନେ କ’ଣ ଭାବୁଛନ୍ତି, ତାହା ଯୀଶୁ ଜାଣି ପାରିଲେ। ତେଣୁ ଯେଉଁ ଲୋକଟିର ହାତ ପଙ୍ଗୁ ହୋଇ ଯାଇଥିଲା, ଯୀଶୁ ତାହାକୁ କହିଲେ, “ଉଠ ଓ ସମସ୍ତଙ୍କ ଆଗରେ ଠିଆ ହୋଇ ଯାଅ।” ସେ ଉଠିପଡ଼ି ସମସ୍ତଙ୍କ ଆଗରେ ଠିଆ ହୋଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, “ଉଠ, ମଝିରେ ଠିଆ ହୁଅ।” ପୁଣି, ସେ ଉଠି ଠିଆ ହେଲା।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ସେ ସେମାନଙ୍କର ମନୋଭାବ ଜାଣି ପାରି, ଯେଉଁ ଲୋକର ହାତ ଶୁଖିଯାଇଥିଲା, ତାହାକୁ କହିଲେ, ଉଠ, ମଝିରେ ଠିଆ ହୁଅ । ପୁଣି, ସେ ଉଠି ଠିଆ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಜೆಜುಕ್ ತೆನಿ ಯವಜಲ್ಲೆ ಕಳ್ಳೆ, ಅನಿ ತೆನಿ ತ್ಯಾ ಮಾನ್ಸಾಕ್ “ಉಟ್, ಅನಿ ಹಿಕ್ಡಿ ಫಿಡೆ ಯೆ”, ಮಟ್ಲ್ಯಾನ್, ತೊ ಮಾನುಸ್ ಉಟ್ಲೊ, ಅನಿ ಫಿಡೆ ಯೆವ್ನ್ ಇಬೆ ರ್ಹಾಲೊ.