Luke 7:1 — Compare Translations

7 translations compared side by side

Odia - 1840
"ଯୀଶୁ ଲୋକମାନଙ୍କୁ ଯାହାସବୁ ଶୁଣଇବୋକୁ ଚାହୁଁଥିଲେ, ସେ ସମସ୍ତ କହି ସାରିବା ପରେ ସେ କଫର୍ନାହୂମ ଚାଲିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସମସ୍ତ କଥା ସମାପ୍ତ କରି କଫର୍ନାହୂମରେ ପ୍ରବେଶ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ ଲୋକମାନଙ୍କୁ ଏହିସବୁ କଥା କହିବା ପରେ କର୍ପନାହୂମକୁ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଗୋଟିଏ ଗ୍ଭକରକୁ ସୁସ୍ଥ କଲେ ଯୀଶୁ ଲୋକମାନଙ୍କୁ ଯାହାସବୁ ଶୁଣେଇବାକୁ ଗ୍ଭହୁଁଥିଲେ, ସେ ସମସ୍ତ କହି ସାରିବା ପରେ ସେ କଫର୍ନାହୂମ ଗ୍ଭଲିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜುನ್ ಹೆ ಸಗ್ಳೆ ಲೊಕಾಕ್ನಿ ಸಾಂಗುನ್ ಹೊಲ್ಲ್ಯಾ ತನ್ನಾ, ತೊ ಕಪರ್‍ನವ್ ಮನ್ತಲ್ಯಾ ಗಾಂವಾಕ್ ಗೆಲೊ.