Luke 7:11 — Compare Translations
7 translations compared side by side
Odia - 1840
"ତା'ପର ଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ଯମାନେ ଓ ବହୁ ସଂଖ୍ଯା ରେ ଅନ୍ୟ ଲୋକମାନେ ଯାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଗମନ କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତାହାପରେ ଯୀଶୁ ତାଙ୍କର ଶିଷ୍ୟମାନଙ୍କ ସଙ୍ଗେ ନାଇନ ସହରକୁ ଗଲେ ଏବଂ ଅନେକ ଲୋକ ତାଙ୍କ ପଛେ ପଛେ ଗଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ମୃତ ଲୋକକୁ ଜୀବନ ଦାନ କଲେ ତା’ ପରଦିନ ଯୀଶୁ ନାଇନ ନଗରକୁ ଗଲେ। ତାହାଙ୍କୁ ସହିତ ତାଙ୍କ ଶିଷ୍ୟମାନେ ଓ ବହୁ ସଂଖ୍ୟାରେ ଅନ୍ୟ ଲୋକମାନେ ଯାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ନାଇନ ନାମକ ନଗରକୁ ଯାତ୍ରା କଲେ, ଆଉ ତାହାଙ୍କ ଶିଷ୍ୟମାନେ ଓ ବହୁସଂଖ୍ୟକ ଲୋକ ତାହାଙ୍କ ସାଙ୍ଗରେ ଯାଉଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನಾ ಜೆಜು ಅಪ್ನಾಚ್ಯಾ ಶಿಸಾಂಚ್ಯಾ ಅನಿ ಮೊಟ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಚ್ಯಾ ವಾಂಗ್ಡಾ ನಾಯಿನ್ ಮನ್ತಲ್ಯಾ ಎಕ್ ಗಾಂವಾಕ್ ಗೆಲೊ.