Luke 7:12 — Compare Translations

7 translations compared side by side

Odia - 1840
"ଯୀଶୁ ଯେତବେେଳେ ନଗରଦ୍ବାର ନିକଟରେ ପହନ୍ଚିଲେ ସେତବେେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା' ବିଧବା ମାଆର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସଠାେରେ ତା ମାଆ ସହିତ ମଧ୍ଯ ନଗରର ବହୁ ସଂଖ୍ଯକ ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ନଗରଦ୍ଵାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକେ ଜଣେ ମୃତ ମନୁଷ୍ୟକୁ ବାହାରକୁ ବହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି ସେହି ସ୍ତ୍ରୀ ବିଧବା; ଆଉ, ନଗରର ବହୁସଂଖ୍ୟକ ଲୋକ ତାହାର ସାଙ୍ଗରେ ଥିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସେହି ସହରର ଦ୍ୱାର ପାଖରେ ପହଞ୍ଚିବା ସମୟରେ, ଲୋକମାନେ ଗୋଟିଏ ଶବକୁ ବୋହି ଆଣୁଥିଲେ। ମୃତ ଲୋକଟି ଗୋଟିଏ ବିଧବା ସ୍ତ୍ରୀର ଏକମାତ୍ର ପୁତ୍ର ଥିଲା ଓ ସହରର ବହୁତ ଲୋକ ସେମାନଙ୍କ ସହିତ ଯାଉଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ ଯେତେବେଳେ ନଗରଦ୍ୱାର ନିକଟରେ ପହଞ୍ଚିଲେ ସେତେବେଳେ ଗୋଟିଏ ଶବ ନିଆ ଯାଉଥିବାର ସେ ଦେଖିଲେ। ସେ ତା’ ବିଧବା ମାର ଏକମାତ୍ର ସନ୍ତାନ ଥିଲା। ପୁଅକୁ ନିଆ ଯାଉଥିବା ସମୟରେ ସେଠାରେ ତା’ ମା ସହିତ ମଧ୍ୟ ନଗରର ବହୁ ସଂଖ୍ୟକ ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ନଗର-ଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକେ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ନଗରଦ୍ୱାର ନିକଟରେ ଉପସ୍ଥିତ ହୁଅନ୍ତେ, ଦେଖ, ଲୋକ ଜଣେ ମୃତ ମନୁଷ୍ୟକୁ ବାହାରକୁ ବୋହି ଆଣୁଥିଲେ, ସେ ଆପଣା ମାତାର ଏକମାତ୍ର ପୁତ୍ର, ପୁଣି, ସେହି ସ୍ତ୍ରୀ ବିଧବା; ଆଉ ନଗରର ବହୁସଂଖ୍ୟକ ଲୋକ ତାହାଙ୍କ ସଙ୍ଗରେ ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜೆಜು ತ್ಯಾ ಗಾಂವಾಂಚ್ಯಾ ಯೆಶಿತ್ ಪಾವಲ್ಲ್ಯಾ ತನ್ನಾ, ಲೊಕಾ ಎಕಾ ಮಾನ್ಸಾಕ್ ಮಾಟಿ ದಿವ್ಕ್ ಮನುನ್ ಗಾವಾತ್ನಾ ಭಾಯ್ರ್ ಯೆವ್‍ಲಾಗಲ್ಲಿ. ಮರಲ್ಲೊ ಮಾನುಸ್ ಎಕ್ ಘೊಮರಲ್ಲ್ಯಾ ಬಾಯ್ಕೊಮನ್ಸಿಚೊ ಎಕ್ಲೊಚ್ ಲೆಕ್, ಗಾವಾತ್ಲ್ಯಾ ಲೊಕಾಂಚೊ ಮೊಟೊ ತಾಂಡೊ ತಿಚ್ಯಾ ವಾಂಗ್ಡಾ ಹೊತ್ತೊ.