Luke 7:14 — Compare Translations
7 translations compared side by side
Odia - 1840
"ଯୀଶୁ କୋକଇେ ପାଖକୁ ଯାଇ ତାହା ଛୁଇଁଲେ। କୋକଇେ କାନ୍ଧଇେ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, ୟୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି ବାହକମାନେ ଠିଆ ହୁଅନ୍ତେ, ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତା’ପରେ ସେ ଯାଇ ଶବାଧାରକୁ ଛୁଇଁଲେ ଏବଂ ଶବାଧାରକୁ ବୋହି ନେଇ ଯାଉଥିବା ଲୋକମାନେ ଅଟକି ଗଲେ। ଯୀଶୁ କହିଲେ, “ହେ ଯୁବକ! ମୁଁ ତୁମକୁ କହୁଛି, ଉଠ!”
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁ କୋକେଇ ପାଖକୁ ଯାଇ ତାହା ଛୁଇଁଲେ। କୋକେଇ କାନ୍ଧେଇ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, “ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ନିକଟକୁ ଯାଇ କୋକେଇ ଛୁଇଁଲେ, ପୁଣି, ବୋହି ନେଉଥିବା ଲୋକମାନେ ଠିଆ ହୁଅନ୍ତେ ସେ କହିଲେ, ଯୁବକ, ମୁଁ ତୁମ୍ଭକୁ କହୁଅଛି, ଉଠ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾ ಜೆಜು ಫಿಡೆ ಗೆಲೊ, ಅನಿ ಮರ್ನಾಚ್ಯಾ ಪೆಟಿಕ್ ಅಪಡ್ಲ್ಯಾನ್, ತನ್ನಾ ಪೆಟಿ ವಾವುನ್ ಘೆಟಲ್ಲಿ ಲೊಕಾ ಇಬೆ ರ್ಹಾಲಿ, ತನ್ನಾ ಜೆಜುನ್ “ದಾಂಡ್ಗ್ಯಾ ಮಾನ್ಸಾ, ಮಿಯಾ ತುಕಾ ಸಾಂಗ್ತಾ ವೈರ್ ಉಟ್!” ಮಟ್ಲ್ಯಾನ್.