Luke 7:16 — Compare Translations
7 translations compared side by side
Odia - 1840
"ସବୁଲୋକେ ଆଶ୍ଚର୍ୟ୍ଯ ହାଇଗେଲେ। ସମାନେେ ପରମେଶ୍ବରଙ୍କ ମହିମା ଗାନ କଲେ। ସମାନେେ କହିଲେ, ଜଣେ ମହାନ ଭବିଷ୍ଯଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା ଆହୁରି ମଧ୍ଯ ସମାନେେ କହିଲେ, ପରମେଶ୍ବର ନିଜ ଲୋକଙ୍କୁ ସାହାୟ୍ଯ କରିବା ପାଇଁ ଆସି ଯାଇଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ସମସ୍ତେ ଭୟଗ୍ରସ୍ତ ହେଲେ, ଆଉ ଈଶ୍ଵରଙ୍କ ମହିମା କୀର୍ତ୍ତନ କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ଵର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ସମସ୍ତେ ଭୟଭୀତ ହେଲେ ଓ ଈଶ୍ୱରଙ୍କ ପ୍ରଶଂସା କଲେ। ସେମାନେ କହିଲେ, “ଜଣେ ମହାନ୍ ଭାବବାଦୀ ଆମ ମଧ୍ୟରେ ଅବତୀର୍ଣ୍ଣ ହୋଇଛନ୍ତି! ଈଶ୍ୱର ତାଙ୍କର ଲୋକମାନଙ୍କୁ ରକ୍ଷା କରିବା ପାଇଁ ଆସିଛନ୍ତି!”
Odia Bible ERV 2004 (ପବିତ୍ର ବାଇବଲ)
ସବୁଲୋକେ ଆଶ୍ଚର୍ଯ୍ୟ ହୋଇଗଲେ। ସେମାନେ ପରମେଶ୍ୱରଙ୍କ ମହିମା ଗାନ କଲେ। ସେମାନେ କହିଲେ, “ଜଣେ ମହାନ୍ ଭବିଷ୍ୟଦ୍ବକ୍ତା ଆମ୍ଭମାନଙ୍କ ପାଖକୁ ଆସିଛନ୍ତିା” ଆହୁରି ମଧ୍ୟ ସେମାନେ କହିଲେ, “ପରମେଶ୍ୱର ନିଜ ଲୋକଙ୍କୁ ସାହାଯ୍ୟ କରିବା ପାଇଁ ଆସି ଯାଇଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ବରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ବର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଏଥିରେ ସମସ୍ତଙ୍କ ମଧ୍ୟରେ ଭୟ ଖେଳିଗଲା ଆଉ ସେମାନେ ଈଶ୍ୱରଙ୍କ ପ୍ରଶଂସା କରୁ କରୁ କହିବାକୁ ଲାଗିଲେ, ଆମ୍ଭମାନଙ୍କ ମଧ୍ୟରେ ଜଣେ ମହାନ ଭାବବାଦୀ ଉତ୍ଥିତ ହୋଇଅଛନ୍ତି ଏବଂ ଈଶ୍ୱର ଆପଣା ଲୋକଙ୍କ ପ୍ରତି କୃପାଦୃଷ୍ଟି କରିଅଛନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಹೆ ಬಗುನ್ ಸಗ್ಳೆಜಾನ್ ಭಿಂವ್ನ್ ಗೆಲೆ ಅನಿ ತೆನಿ ದೆವಾಕ್ ಹೊಗ್ಳುನ್ಗೆತ್. “ಎಕ್ ಮೊಟೊ ಪ್ರವಾದಿ ಅಮ್ಚ್ಯಾ ಮದ್ದಿ ಯೆಲಾ! ದೆವ್ ಅಪ್ನಾಚ್ಯಾ ಲೊಕಾಕ್ನಿ ಹುರ್ವುನ್ ಘೆವ್ಕ್ ಮನುನ್ ಯೆಲಾ!” ಮಟ್ಲ್ಯಾನಿ.