Luke 7:18 — Compare Translations

7 translations compared side by side

Odia - 1840
"ଯୋହନଙ୍କ ଶିଷ୍ଯମାନେ ଯୋହନଙ୍କୁ ଏ ସମସ୍ତ ଖବର ଜଣାଇଲେ। ଯୋହନ ତାହାଙ୍କର ଦୁଇଜଣ ଶିଷ୍ଯଙ୍କୁ ଡକାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପରେ ଯୋହନଙ୍କ ଶିଷ୍ୟମାନେ ଏହିସମସ୍ତ ବିଷୟ ତାଙ୍କୁ ଜଣାଇଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନ ଶିଷ୍ୟମାନଙ୍କଠାରୁ ଏହିସବୁ ବିଷୟ ଶୁଣି ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଡ଼ାକିଲେ,
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ଗୋଟିଏ ପ୍ରଶ୍ନ ପଗ୍ଭରିଲେ ଯୋହନଙ୍କ ଶିଷ୍ୟମାନେ ଯୋହନଙ୍କୁ ଏ ସମସ୍ତ ଖବର ଜଣାଇଲେ। ଯୋହନ ତାହାଙ୍କର ଦୁଇଜଣ ଶିଷ୍ୟଙ୍କୁ ଡକାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ।
Odia IRV 2017 (ଓଡିଆ ବାଇବେଲ)
ପରେ ବାପ୍ତିଜକ ଯୋହନଙ୍କ ଶିଷ୍ୟମାନେ ଏହି ସମସ୍ତ ବିଷୟ ତାହାଙ୍କୁ ଜଣାଇଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುವಾಂವಾಚ್ಯಾ ಶಿಸಾನಿ, ತೆಕಾ ಸಗ್ಳಿ ಹಿ ಖಬರ್ ಸಾಂಗ್ಲ್ಯಾನಿ.