Luke 7:19 — Compare Translations

7 translations compared side by side

Odia - 1840
"ଯୋହନ ସମାନଙ୍କେୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଚାରି ପଠାଇଲେ: ଯାହାଙ୍କର ଆସିବାର ଥିଲା, ଆପଣ କ'ଣ ସହେି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷା ରେ ରହିବୁ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଓ ଏହି କଥା ପଚାରିବା ପାଇଁ ପ୍ରଭୁଙ୍କ ପାଖକୁ ପଠାଇଲେ, “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି, ନା ଆମେ ଆଉ କାହାର ଅପେକ୍ଷାରେ ରହିବା?”
Odia Bible ERV 2004 (ପବିତ୍ର ବାଇବଲ)
ଯୋହନ ସେମାନଙ୍କୁ ପ୍ରଭୁ ଯୀଶୁଙ୍କ ପାଖକୁ ଏହି କଥା ପଗ୍ଭରି ପଠାଇଲେ: “ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ କାହାରି ଅପେକ୍ଷାରେ ରହିବୁ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କଅଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
Odia IRV 2017 (ଓଡିଆ ବାଇବେଲ)
ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ತೆಂಚ್ಯಾತ್ಲ್ಯಾ ದೊಗ್ಯಾಕ್ನಿ ಬಲ್ವುನ್, ಜೆಜುಕ್ಡೆ ಜಾವ್ನ್ “ಜುವಾಂವಾನ್ ಯೆತಲೊ ಹಾಯ್, ಮನುನ್ ಸಾಂಗಲ್ಲೊ ತಿಯಾಚ್ ಕಾಯ್, ಅಮಿ ಅಜುನ್ ಕೊನಾಚಿ ವಾಟ್ ರಾಕುಚೆ?” ಮನುನ್ ಇಚಾರಾ ಮನುನ್ ಸಾಂಗುನ್ ಧಾಡ್ಲ್ಯಾನ್.