Luke 7:2 — Compare Translations
7 translations compared side by side
Odia - 1840
"ସେ ସମୟରେ କଫର୍ନାହୂମ ରେ ଜଣେ ଶତ ସନୋପତି ଥିଲେ। ତାହାଙ୍କର ଗୋଟିଏ ଚାକର ଏତେ ବମାରେ ଥିଲା ଯେ ସେ ପ୍ରାୟ ମରିୟିବା ଅବସ୍ଥା ରେ ଥିଲା। ଶତ ସନୋପତି ଚାକରଟିକୁ ଖୁବ୍ ଭଲ ପାଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ପୀଡ଼ିତ ହୋଇ ମୃତପ୍ରାୟ ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେଠାକାର ଜଣେ ରୋମୀୟ ସେନାଧ୍ୟକ୍ଷଙ୍କର ଜଣେ ପ୍ରିୟ ଦାସ ଅସୁସ୍ଥ ହୋଇ ମୃତପ୍ରାୟ ଅବସ୍ଥାରେ ଥିଲା।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ କଫର୍ନାହୂମରେ ଜଣେ ଶତସେନାପତି ଥିଲେ। ତାହାଙ୍କର ଗୋଟିଏ ଗ୍ଭକର ଏତେ ବେମାର ଥିଲା ଯେ ସେ ପ୍ରାୟ ମରିଯିବା ଅବସ୍ଥାରେ ଥିଲା। ଶତସେନାପତି ଗ୍ଭକରଟିକୁ ଖୁବ୍ ଭଲ ପାଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ସମୟରେ ଜଣେ ଶତସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ರೊಮಾಚ್ಯಾ ಶತಪತಿಚೊ ಖಾಸ್ ಆಳ್ ಹೊತ್ತೊ, ತೊ ಸಿಕ್ ಪಡುನ್ ಮರ್ತಲ್ಯಾ ಪರಿಸ್ತಿರ್ ಹೊತ್ತೊ.