Luke 7:20 — Compare Translations

7 translations compared side by side

Odia - 1840
"ସେ ଲୋକମାନେ ଯୀଶୁଙ୍କ ପାଖ ରେ ପହନ୍ଚିଲେ। ସମାନେେ ଯୀଶୁଙ୍କୁ ପଚାରିଲେ, ବାପ୍ତିଜକ ଯୋହନ ଆମ୍ଭକୁ ତୁମ୍ଭ ପାଖକୁ ଏହି ପ୍ରଶ୍ନ ପଚାରିବାକୁ ପଠାଇଲେ: 'ଯାହାଙ୍କର ଆସିବାର ଥିଲା, ଆପଣ କ'ଣ ସହେି ଲୋକ ନା ଆମ୍ଭେ ଆଉ ଅନ୍ୟ କାହାରି ଅପେକ୍ଷା ରେ ରହିବୁ?'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ଲୋକମାନେ ତାହାଙ୍କ ନିକଟରେ ଉପସ୍ଥିତ ହୋଇ କହିଲେ, ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇ ଅଛନ୍ତି, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁଙ୍କ ନିକଟକୁ ଆସି ସେମାନେ କହିଲେ, “ଦୀକ୍ଷାଦାତା ଯୋହନ ଆମକୁ ପଚାରି ବୁଝିବାକୁ ପଠାଇଛନ୍ତି, ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି, କିଅବା ଆମେ ଆଉ କାହାର ଅପେକ୍ଷାରେ ରହିବୁ?”
Odia Bible ERV 2004 (ପବିତ୍ର ବାଇବଲ)
ସେ ଲୋକମାନେ ଯୀଶୁଙ୍କ ପାଖରେ ପହଞ୍ଚିଲେ। ସେମାନେ ଯୀଶୁଙ୍କୁ ପଗ୍ଭରିଲେ, “ବାପ୍ତିଜକ ଯୋହନ ଆମ୍ଭକୁ ତୁମ୍ଭ ପାଖକୁ ଏହି ପ୍ରଶ୍ନ ପଗ୍ଭରିବାକୁ ପଠାଇଲେ: ‘ଯାହାଙ୍କର ଆସିବାର ଥିଲା, ଆପଣ କ’ଣ ସେହି ଲୋକ ନା ଆମ୍ଭେ ଆଉ ଅନ୍ୟ କାହାରି ଅପେକ୍ଷାରେ ରହିବୁ?’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ଲୋକମାନେ ତାହାଙ୍କ ନିକଟକୁ ଆସି କହିଲେ, ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇଅଛନ୍ତି, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
Odia IRV 2017 (ଓଡିଆ ବାଇବେଲ)
ସେହି ଲୋକମାନେ ତାହାଙ୍କ ନିକଟକୁ ଆସି କହିଲେ, ବାପ୍ତିଜକ ଯୋହନ ଆମ୍ଭମାନଙ୍କୁ ଆପଣଙ୍କ ନିକଟକୁ ଏହା କହି ପଠାଇଅଛନ୍ତି, ଯାହାଙ୍କର ଆଗମନ ହେବ, ସେହି ବ୍ୟକ୍ତି କି ଆପଣ, ଅବା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆಜುಕ್ಡೆ ಯೆವ್ನ್, “ಜುವಾಂವ್ ಬಾವ್ತಿಸಾನ್ ಅಮ್ಕಾ ಯೆತಲೊ ಹಾಯ್ ಮನುನ್ ಸಾಂಗಲ್ಲೊ ತಿಯಾಚ್ ಕಾಯ್, ಅನಿ ದುಸ್ರ್ಯಾಚಿ ವಾಟ್ ಬಗುಚಿ? ಮನುನ್ ಇಚಾರುನ್ ಸಾಂಗುನ್ ಧಾಡ್ಲ್ಯಾನಾಯ್” ಮನುನ್ ಸಾಂಗ್ಲ್ಯಾನಿ.