Luke 7:21 — Compare Translations

7 translations compared side by side

Odia - 1840
"ସହେି ସମୟରେ ଯୀଶୁ ଅନକେ ଲୋକଙ୍କୁ ସମାନଙ୍କେ ରୋଗରୁ ସୁସ୍ଥ, ବଦନୋ ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନକେ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ସେ ଅନେକଙ୍କୁ ରୋଗ, ପୀଡ଼ା ଓ ଦୁଷ୍ଟ ଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି ଅନେକ ଅନ୍ଧଙ୍କୁ ଦୃଷ୍ଟି ପ୍ରଦାନ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଠିକ୍ ସେହି ସମୟରେ ଯୀଶୁ ଅନେକ ରୋଗୀଙ୍କୁ ସୁସ୍ଥ କଲେ, ଭୂତ ଛଡ଼ାଇଲେ ଓ ଅନ୍ଧମାନଙ୍କୁ ଦୃଷ୍ଟି ପ୍ରଦାନ କଲେ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଯୀଶୁ ଅନେକ ଲୋକଙ୍କୁ ସେମାନଙ୍କ ରୋଗରୁ ସୁସ୍ଥ, ବେଦନା ଦୂର ଓ ଦୁଷ୍ଟାତ୍ମା କବଳରୁ ମୁକ୍ତ କରି ଦେଉଥିଲେ। ସେ ଅନେକ ଅନ୍ଧକୁ ଦୃଷ୍ଟିଶକ୍ତି ଦେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦ-ଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧମାନଙ୍କୁ ଦେଖିବାର ଶକ୍ତି ଦେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ସେ ଅନେକଙ୍କୁ ରୋଗ, କଷ୍ଟ ଓ ମନ୍ଦଆତ୍ମାମାନଙ୍କଠାରୁ ସୁସ୍ଥ କଲେ, ପୁଣି, ଅନେକ ଅନ୍ଧଙ୍କୁ ଦେଖିବାର ଶକ୍ତି ଦେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತನ್ನಾಚ್ ಜೆಜುನ್ ಸುಮಾರ್ ಲೊಕಾಂಚಿ ದುಕ್ನಿ, ರೊಗಾ ಆರಾಮ್ ಕರ್‍ಲ್ಯಾನ್, ಅನಿ ಗಿರೆ ಸೊಡ್ವುಲ್ಯಾನ್,ಅನಿ ಸುಮಾರ್ ಕುಡ್ಡ್ಯಾಕ್ನಿ ಡೊಳೆ ದಿಸಿ ಸರ್ಕೆ ಕರ್‍ಲ್ಯಾನ್.