Luke 7:24 — Compare Translations
7 translations compared side by side
Odia - 1840
"ଯୋହନଙ୍କ ଶିଷ୍ଯମାନେ ଚାଲିୟିବା ପରେ ଯୀଶୁ ଲୋକମାନଙ୍କୁ ଯୋହନଙ୍କ ବିଷୟ ରେ କହିବାକୁ ଆରମ୍ଭ କଲେ: ତୁମ୍ଭମାନେେ ମରୁଭୂମିରେ କ'ଣ ଦେଖିବାକୁ ଯାଇଥିଲ? କ'ଣ ପବନ ରେ ଦୋହଲୁଥିବା ନଳଗଛ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯୋହନଙ୍କ ଦୂତମାନେ ପ୍ରସ୍ଥାନ କଲା ଉତ୍ତାରେ ସେ ଯୋହନଙ୍କ ସମ୍ଵନ୍ଧରେ ଲୋକସମୂହକୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ପ୍ରାନ୍ତରକୁ ବାହାରି ଯାଇଥିଲ? କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
Odia BSI (ପବିତ୍ର ବାଇବଲ (CL) NT (BSI))
ଯୋହନଙ୍କ ଶିଷ୍ୟମାନେ ଫେରିଯିବା ପରେ ଯୀଶୁ ଲୋକମାନଙ୍କୁ ତାଙ୍କ ବିଷୟରେ ଏହି କଥା ପଚାରିଲେ, “ଯେତେବେଳେ ମରୁ ଅଞ୍ଚଳରେ ଯୋହନଙ୍କ ନିକଟକୁ ତୁମ୍ଭେମାନେ ଯାଇଥିଲ, ସେଠାରେ କ’ଣ ଦେଖିବା ପାଇଁ ଅପେକ୍ଷା କରିଥିଲ? କ’ଣ ପବନରେ ନଇଁ ପଡ଼ୁଥିବା ଘାସଟିଏ?
Odia Bible ERV 2004 (ପବିତ୍ର ବାଇବଲ)
ଯୋହନଙ୍କ ଶିଷ୍ୟମାନେ ଗ୍ଭଲିଯିବା ପରେ ଯୀଶୁ ଲୋକମାନଙ୍କୁ ଯୋହନଙ୍କ ବିଷୟରେ କହିବାକୁ ଆରମ୍ଭ କଲେ: “ତୁମ୍ଭେମାନେ ମରୁଭୂମିରେ କ’ଣ ଦେଖିବାକୁ ଯାଇଥିଲ? କ’ଣ ପବନରେ ଦୋହଲୁଥିବା ନଳଗଛ?
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କଅଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କଅଣ ପବନରେ ଦୋହଲୁଥିବା ଗୋଟିଏ ନଳ?
Odia IRV 2017 (ଓଡିଆ ବାଇବେଲ)
ଯୋହନଙ୍କ ଦୂତମାନେ ଯିବା ପରେ ଯୀଶୁ ଯୋହନଙ୍କ ବିଷୟରେ ଲୋକମାନଙ୍କୁ କହିବାକୁ ଲାଗିଲେ, ତୁମ୍ଭେମାନେ କ'ଣ ଦେଖିବା ପାଇଁ ମରୁଭୂମିକୁ ବାହାରିଯାଇଥିଲ, କ'ଣ ପବନରେ ଦୋହଲୁଥିବା ଗୋଟିଏ ନଳ?
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಜುಂವಾವಾಚಿ ಶಿಸಾ ಪರ್ತುನ್ ಗೆಲ್ಲ್ಯಾ ತನ್ನಾ, ಜೆಜುನ್ ಜುವಾಂವಾಚ್ಯಾ ವಿಶಯಾತ್ ಲೊಕಾನಿಕ್ಡೆ ಬೊಲುಕ್ ಚಾಲು ಕರ್ಲ್ಯಾನ್: ತುಮಿ ಹಾಳ್ ಜಾಗ್ಯಾರ್ ಜುವಾಂವಾಕ್ ಮಿಳುಕ್ ಗೆಲ್ಲ್ಯಾ ತನ್ನಾ, ಕಾಯ್ ಬಗುಕ್ ಮನುನ್ ಗೆಲ್ಲ್ಯಾಶಿ? ಎಕ್ ಕರಾಡಾಚಿ ಕಾಡಿ ವಾರ್ಯಾಕ್ ಬಾಗ್ತಲೆ ಕಾಯ್?