Luke 7:26 — Compare Translations
7 translations compared side by side
Odia - 1840
"ତବେେ ତୁମ୍ଭମାନେେ କ'ଣ ଦେଖିବାପାଇଁ ବାହାରି ଯାଇଥିଲ? କ'ଣ ଜଣେ ଭବିଷ୍ଯଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି। ଯୋହନ ଜଣେ ଭବିଷ୍ଯଦ୍ବକ୍ତାଙ୍କଠାରୁ ମଧ୍ଯ ମହାନ୍ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହା ନ ହେଲେ କଅଣ ଦେଖିବା ନିମନ୍ତେ ବାହାରି ଯାଇଥିଲ? କଅଣ ଜଣେ ଭାବବାଦୀଙ୍କି? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କି ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋତେ କୁହ, ତୁମ୍ଭେମାନେ କ’ଣ ଦେଖିବା ପାଇଁ ଯାଇଥିଲ? ଜଣେ ଭାବବାଦୀଙ୍କୁ? ହଁ, ପ୍ରକୃତରେ ତୁମେ ଜଣେ ଭାବାବଦୀଙ୍କ ଅପେକ୍ଷା ଶ୍ରେଷ୍ଠ ବ୍ୟକ୍ତିଙ୍କୁ ଦେଖିଲ।
Odia Bible ERV 2004 (ପବିତ୍ର ବାଇବଲ)
ତେବେ ତୁମ୍ଭେମାନେ କ’ଣ ଦେଖିବା ପାଇଁ ବାହାରି ଯାଇଥିଲ? କ’ଣ ଜଣେ ଭବିଷ୍ୟଦ୍ବକ୍ତାଙ୍କୁ? ହଁ, ମୁଁ ତୁମ୍ଭକୁ କହୁଛି। ଯୋହନ ଜଣେ ଭବିଷ୍ୟଦ୍ବକ୍ତାଙ୍କଠାରୁ ମଧ୍ୟ ମହାନ୍ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହା ନ ହେଲେ କଅଣ ଦେଖିବା ନିମନ୍ତେ ବାହାରି ଯାଇଥିଲ? କଅଣ ଜଣେ ଭାବବାଦୀଙ୍କୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ।
Odia IRV 2017 (ଓଡିଆ ବାଇବେଲ)
ତାହା ନ ହେଲେ କ'ଣ ଦେଖିବା ନିମନ୍ତେ ବାହାରି ଯାଇଥିଲ? କ'ଣ ଜଣେ ଭାବବାଦୀଙ୍କୁ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸಾಂಗಾ ಮಾಕಾ, ಕಾಯ್ ಬಗುಕ್ ತುಮಿ ಗೆಲ್ಲ್ಯಾಶಿ? ಎಕ್ ಪ್ರವಾದಿ? ಹೊಯ್, ರಾವ್ಕ್ ಫಿರೆ, ಖರೆ ತುಮಿ ಪ್ರವಾದ್ಯಾಚ್ಯಾನ್ಕಿ ಮೊಟೆ ಬಗಟ್ಲ್ಯಾಶಿ.