Luke 7:27 — Compare Translations
7 translations compared side by side
Odia - 1840
"ଯୋହନଙ୍କ ବିଷୟ ରେ ଏହା ଲଖାେଅଛି:"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କାରଣ ଯୋହନଙ୍କ ବିଷୟରେ ଧର୍ମଶାସ୍ତ୍ରରେ ଉଲ୍ଲେଖ ଅଛି: ‘ଈଶ୍ୱର କହିଲେ, ମୁଁ ତୁମ ଆଗରୁ ତୁମ ପଥ ପ୍ରସ୍ତୁତ କରିବା ପାଇଁ ମୋର ବାର୍ତ୍ତାବହକୁ ପଠାଇବି।’
Odia Bible ERV 2004 (ପବିତ୍ର ବାଇବଲ)
ଯୋହନଙ୍କ ବିଷୟରେ ଏହା ଲେଖାଅଛି: ‘ଦେଖ, ମୁଁ ତୁମ୍ଭ ଆଗରୁ ମୋର ଦୁତଙ୍କୁ ପଠାଉଛି। ସେ ତୁମ୍ଭ ପାଇଁ ପୂର୍ବରୁ ରାସ୍ତା ତିଆରି କରିଦେବେ।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯାହାଙ୍କ ବିଷୟରେ ଏହା ଲେଖାଅଛି, ‘ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।’
Odia IRV 2017 (ଓଡିଆ ବାଇବେଲ)
ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಪವಿತ್ರ್ ಪುಸ್ತಕಾತ್ “ತುಕಾ ವಾಟ್ ತಯಾರ್ ಕರುಕ್ ಮನುನ್, ಮಾಜ್ಯಾ ಖಬರ್ ದಿತಲ್ಯಾಕ್ ಮಿಯಾ ತುಜ್ಯಾ ಫಿಡೆ ಧಾಡ್ತಾ”. ಮನುನ್ ಸಾಂಗಲ್ಲೆ ಜುವಾಂವಾಚ್ಯಾ ವಿಶಯಾತುಚ್.