Luke 7:28 — Compare Translations

7 translations compared side by side

Odia - 1840
"ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ଯରୁ ଜାତ ସମସ୍ତଙ୍କ ମଧିଅରେ ଯୋହନଙ୍କଠାରୁ ଅଧିକ ମହାନ୍ କହେି ନାହିଁ। ତଥାପି ପରମେଶ୍ବରଙ୍କ ରାଜ୍ଯର ଯେଉଁ ଲୋକ ସବୁଠାରୁ େଛାଟ, ସେ ମଧ୍ଯ ଯୋହନଙ୍କଠାରୁ ମହାନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭଜାତସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ଵରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଯୀଶୁ କହିଲେ, “ମୁଁ କହୁଛି, ଯୋହନ ପୃଥିବୀରେ ଜନ୍ମ ଗ୍ରହଣ କରିଥିବା ସମସ୍ତଙ୍କଠାରୁ ମହାନ୍। କିନ୍ତୁ ଈଶ୍ୱରଙ୍କ ରାଜ୍ୟରେ ଯେ ନଗଣ୍ୟ, ସେ ଯୋହନଙ୍କ ଅପେକ୍ଷା ମହାନ୍।”
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ତୁମ୍ଭକୁ କହୁଛି, ନାରୀ ଗର୍ଭ ମଧ୍ୟରୁ ଜାତ ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ଅଧିକ ମହାନ୍ କେହି ନାହିଁ। ତଥାପି ପରମେଶ୍ୱରଙ୍କ ରାଜ୍ୟର ଯେଉଁ ଲୋକ ସବୁଠାରୁ ଛୋଟ, ସେ ମଧ୍ୟ ଯୋହନଙ୍କଠାରୁ ମହାନ୍।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାନ୍ତି; ତଥାପି ଈଶ୍ବରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ।”
Odia IRV 2017 (ଓଡିଆ ବାଇବେଲ)
ମୁଁ ତୁମ୍ଭମାନଙ୍କୁ କହୁଅଛି, ସ୍ତ୍ରୀଗର୍ଭରୁ ଜନ୍ମ ହୋଇଥିବା ସମସ୍ତଙ୍କ ମଧ୍ୟରେ ଯୋହନଙ୍କଠାରୁ ମହାନ କେହି ନାହାଁନ୍ତି; ତଥାପି ଈଶ୍ୱରଙ୍କ ରାଜ୍ୟରେ ଯେ କ୍ଷୁଦ୍ରତମ, ସେ ତାହାଙ୍କଠାରୁ ମହାନ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಮಿಯಾ ತುಮ್ಕಾ ಸಾಂಗ್ತಾ, ಹ್ಯಾ ಜಗಾತ್ ಜಿವನ್ ಕರಲ್ಲ್ಯಾತ್ನಿ ಜುವಾಂವ್ ಸಗ್ಳ್ಯಾಂಚ್ಯಾನ್ಕಿ ಮೊಟೊ. ಖರೆ ದೆವಾಚ್ಯಾ ರಾಜಾತ್ಲೊ ಎಗ್ದಮ್ ಬಾರಿಕ್ಲೊಬಿ ಜುವಾಂವಾನ್ಕಿ ಮೊಟೊ”. ಮಟ್ಲ್ಯಾನ್.