Luke 7:29 — Compare Translations

7 translations compared side by side

Odia - 1840
"ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ବୀକାର କଲେ ଯେ, ପରମେଶ୍ବରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କର ଆଦାୟକାରୀମାନେ ମଧ୍ଯ ଏଥି ରେ ଏକମତ ହାଇଗେଲେ। ସମାନେେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ବାରା ବାପ୍ତିଜିତ ହାଇେଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ଵରଙ୍କୁ ଯଥାର୍ଥ ବୋଲି ସ୍ଵୀକାର କଲେ;
Odia BSI (ପବିତ୍ର ବାଇବଲ (CL) NT (BSI))
(ଯେଉଁମାନେ ଏହିସବୁ କଥା ଶୁଣୁଥିଲେ, ସେମାନେ, ବିଶେଷତଃ କରଆଦାୟକାରୀମାନେ, ଈଶ୍ୱରଙ୍କ ଯଥାର୍ଥ ଦାବୀ ସବୁ ପୂରଣ କରି ଯୋହନଙ୍କ ଦ୍ୱାରା ଜଳଦୀକ୍ଷା ଗ୍ରହଣ କରିଥିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଯୀଶୁଙ୍କ ଉପଦେଶ ଶୁଣୁଥିବା ସବୁଲୋକ ସ୍ୱୀକାର କଲେ ଯେ, ପରମେଶ୍ୱରଙ୍କ ଉପଦେଶ ସବୁଠାରୁ ଉତ୍ତମ। ଏପରିକି କରଆଦାୟକାରୀମାନେ ମଧ୍ୟ ଏଥିରେ ଏକମତ ହୋଇଗଲେ। ସେମାନେ ସମସ୍ତେ ପୂର୍ବରୁ ଯୋହନଙ୍କ ଦ୍ୱାରା ବାପ୍ତିଜିତ ହୋଇଥିଲେ,
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ବରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;
Odia IRV 2017 (ଓଡିଆ ବାଇବେଲ)
ଏହା ଶୁଣି ସମସ୍ତ ଲୋକ, ଏପରିକି କରଗ୍ରାହୀମାନେ ସୁଦ୍ଧା ଯୋହନଙ୍କ ବାପ୍ତିସ୍ମରେ ବାପ୍ତିଜିତ ହୋଇଥିବାରୁ ଈଶ୍ୱରଙ୍କୁ ଯଥାର୍ଥ ବୋଲି ସ୍ୱୀକାର କଲେ;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಕಾ ಆಯ್ಕಲ್ಲೆ ಸಗ್ಳ್ಯಾ ಲೊಕಾನಿ, ಅನಿ ತ್ಯಾತುರುಚ್ ತೆರ್‍ಗಿ ವಸುಲ್ ಕರ್‍ತಲಿ ಲೊಕಾ, ದೆವಾಚ್ಯಾ ಬರ್‍ಯಾ ಗೊಸ್ಟಿಯಾಕ್ನಿ ಖಾಲ್ತಿ ಹೊಲ್ಯಾನಿ, ಅನಿ ಜುವಾಂವಾಕ್ನಾ ಬಾಲ್ತಿಮ್ ಘೆಟ್ಲ್ಯಾನಿ.