Luke 7:3 — Compare Translations

7 translations compared side by side

Odia - 1840
"ଶତ ସନୋପତି ଜଣକ ଯୀଶୁଙ୍କ ବିଷୟ ରେ ଶୁଣି ତାହାଙ୍କ ପାଖକୁ କେତକେ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଚାହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଚାକରଟିର ଜୀବନ ରକ୍ଷା କରିଦିଅନ୍ତୁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଯୀଶୁଙ୍କ ସମ୍ଵନ୍ଧରେ ସମ୍ଵାଦ ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ନିକଟକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ସେ ଯୀଶୁଙ୍କ ବିଷୟରେ ଶୁଣି, ତାଙ୍କର ଦାସକୁ ସୁସ୍ଥ କରିବା ନିମନ୍ତେ ତାଙ୍କୁ ଗୃହକୁ ଡ଼ାକି ଆଣିବା ପାଇଁ କେତେକ ଇହୁଦୀ ନେତାଙ୍କୁ ପଠାଇଲେ।
Odia Bible ERV 2004 (ପବିତ୍ର ବାଇବଲ)
ଶତସେନାପତି ଜଣକ ଯୀଶୁଙ୍କ ବିଷୟରେ ଶୁଣି ତାହାଙ୍କ ପାଖକୁ କେତେକ ପ୍ରାଚୀନ ଯିହୂଦୀନେତାଙ୍କୁ ପଠାଇଲେ। ସେ ଗ୍ଭହୁଁଥିଲେ ଯେ ଲୋକେ ଯାଇ ଯୀଶୁଙ୍କୁ ଆସିବାକୁ ଅନୁରୋଧ କରନ୍ତୁ ଓ ଯୀଶୁ ଆସି ଗ୍ଭକରଟିର ଜୀବନ ରକ୍ଷା କରିଦିଅନ୍ତୁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାହାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ପାଖକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥି ନିମନ୍ତେ ତାହାଙ୍କ ପାଖକୁ ଯିହୂଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಶತಪತಿನ್ ಜೆಜುಚ್ಯಾ ವಿಶಯಾತ್ ಆಯ್ಕಲ್ಲ್ಯಾ ತನ್ನಾ, ಉಲ್ಲ್ಯಾ ಜುದೆವ್ ಲೊಕಾಂಚ್ಯಾ ಜಾನ್ತ್ಯಾಕ್ನಿ, ತ್ಯಾ ಆಳಾಕ್ ಯೆವ್ನ್ ಬರೆ ಕರ್ ಮನುನ್ ಇಚಾರುಕ್, ಜೆಜುಕ್ಡೆ ಧಾಡುನ್ ದಿಲ್ಯಾನ್.