Luke 7:30 — Compare Translations
7 translations compared side by side
Odia - 1840
"କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସମାନଙ୍କେ ପାଇଁ ପରମେଶ୍ବରଙ୍କ ଦତ୍ତ ଯୋଜନାକୁ ଅସ୍ବୀକାର କଲେ ଓ ଯୋହନଙ୍କ ଦ୍ବାରା ବାପ୍ତିସ୍ମା ଗ୍ରହଣ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଫାରୂଶୀମାନେ ଓ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାଙ୍କ ଦ୍ଵାରା ବାପ୍ତିଜିତ।। ନ ହୋଇ ଆପଣା ଆପଣା ସମ୍ଵନ୍ଧରେ ଈଶ୍ଵରଙ୍କ ସଙ୍କଳ୍ପ ଅଗ୍ରାହ୍ୟ କଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଫାରୁଶୀ ଓ ଧର୍ମଗୁରୁମାନେ ସେମାନଙ୍କ ଜୀବନ ପାଇଁ ଈଶ୍ୱରଙ୍କ ଉଦ୍ଦେଶ୍ୟ ପ୍ରତ୍ୟାଖ୍ୟାନ କରି ଯୋହନଙ୍କଠାରୁ ଜଳଦୀକ୍ଷା ଗ୍ରହଣ କରି ନ ଥିଲେ।)
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଫାରୂଶୀ ଓ ଧର୍ମଶାସ୍ତ୍ରୀମାନେ ସେମାନଙ୍କ ପାଇଁ ପରମେଶ୍ୱରଙ୍କ ଦତ୍ତ ଯୋଜନାକୁ ଅସ୍ୱୀକାର କଲେ ଓ ଯୋହନଙ୍କ ଦ୍ୱାରା ବାପ୍ତିସ୍ମ ଗ୍ରହଣ କଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ବରଙ୍କ ଯୋଜନା ଅଗ୍ରାହ୍ୟ କଲେ।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଫାରୂଶୀମାନେ ଓ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନେ ତାହାଙ୍କ ଦ୍ୱାରା ବାପ୍ତିଜିତ ନ ହୋଇ ନିଜ ନିଜ ବିଷୟରେ ଈଶ୍ୱରଙ୍କ ଯୋଜନା ଅଗ୍ରାହ୍ୟ କଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ಫಾರಿಜೆವಾನಿ, ಅನಿ ಖಾಯ್ದೆ ಶಿಕ್ವುತಲ್ಯಾನಿ, ಅಪ್ನಾಸಾಟ್ನಿಚ್ ಮನುನ್ ಹೊತ್ತ್ಯಾ ದೆವಾಚ್ಯಾ ಯವ್ಜನ್ಯಾಕ್ನಿ, ತೆನಿ ಮರ್ಯಾದ್ ದಿವ್ಕನ್ಯಾತ್, ಅನಿ ಜುಂವಾವಾಕ್ನಾ ಬಾಲ್ತಿಮ್ ಘೆವ್ಕ್ ನಕ್ಕೊ ಮಟ್ಲ್ಯಾನಿ.