Luke 7:34 — Compare Translations

7 translations compared side by side

Odia - 1840
"ପୁଣି ମନୁଷ୍ଯପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭମାନେେ କହୁଛ, ' ଦେଖ, ଏ ଲୋକ ଜଣେ ପଟେୁ ଓ ଗୋଟିଏ ମଦୁଆ। କର ଆଦାୟକାରୀ ଓ ପାପୀମାନେ ତା'ର ସାଙ୍ଗ ଅଟନ୍ତି।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ମନୁଷ୍ୟପୁତ୍ର ଭୋଜନ ପାନ କରନ୍ତି, ତୁମ୍ଭେମାନେ କହୁଛ, ‘ଏ ଲୋକକୁ ଦେଖ! ଏ ଜଣେ ପେଟୁ ଓ ମଦ୍ୟପ ଏବଂ କରଆଦାୟକାରୀ ଓ ଅନ୍ୟ ସମାଜଚ୍ୟୁତ ଲୋକମାନଙ୍କର ଜଣେ ବନ୍ଧୁ।’
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ମନୁଷ୍ୟପୁତ୍ର ଅନ୍ୟମାନଙ୍କ ଭଳି ଖାଇଲେ ଓ ଦ୍ରାକ୍ଷାରସ ପିଇଲେ। ଆଉ ତୁମ୍ଭେମାନେ କହୁଛ, ‘ଦେଖ, ଏ ଲୋକ ଜଣେ ପେଟୁ ଓ ଗୋଟିଏ ମଦୁଆ। କରଆଦାୟକାରୀ ଓ ପାପୀମାନେ ତା’ର ସାଙ୍ଗ ଅଟନ୍ତି।’
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ‘ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ।’
Odia IRV 2017 (ଓଡିଆ ବାଇବେଲ)
ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ତୁମ୍ଭେମାନେ କହୁଅଛ, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾನ್ಸಾಚೊ ಲೆಕ್ ಯೆಲೊ, ಅನಿ ತೆನಿ ಖಾಲ್ಯಾನ್, ಅನಿ ಫಿಲ್ಯಾನ್, ಅನಿ ತುಮಿ “ಭಕಾಸುರ್, ಅನಿ ಫಿದೊಡೊ,ಅನಿ ತೆರ್‍ಗಿ ವಸುಲ್ ಕರ್‍ತಲ್ಯಾಂಚೊ, ಅನಿ ಪಾಪಿ ಲೊಕಾಂಚೊ ವಾಂಗ್ಡಿ!” ಮಟ್ಲ್ಯಾಶಿ.