Luke 7:35 — Compare Translations

7 translations compared side by side

Odia - 1840
"କିନ୍ତୁ ଆପଣା କାର୍ୟ୍ଯ ଦ୍ବାରା ଜ୍ଞାନ ଯଥାର୍ଥ ବୋଲି ପ୍ରକାଶିତ ହାଇେଥାଏ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନଙ୍କ ଦ୍ଵାରା ଯଥାର୍ଥ ବୋଲି ପ୍ରମାଣିତ ହେଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଯେଉଁମାନେ ଈଶ୍ୱରଙ୍କ ଜ୍ଞାନକୁ ଗ୍ରହଣ କରନ୍ତି, ସେମାନଙ୍କ ଜୀବନରେ ତାହାର ସତ୍ୟତା ପ୍ରତିପାଦିତ ହୁଏ।”
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆପଣା କାର୍ଯ୍ୟ ଦ୍ୱାରା ଜ୍ଞାନ ଯଥାର୍ଥ ବୋଲି ପ୍ରକାଶିତ ହୋଇଥାଏ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନମାନଙ୍କ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଜ୍ଞାନ ଆପଣା ସମସ୍ତ ସନ୍ତାନଙ୍କ ଦ୍ୱାରା ଉଚିତ ବୋଲି ପ୍ରମାଣିତ ହେଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
“ಖರೆ ದೆವಾಚಿ ಬುದ್ವಂತ್ಕಿ ಜೆ ಕೊನ್ ಮಾನುನ್ ಘೆತ್ಯಾತ್, ತೆಂಕಾ ಖರೆ ಕಾಯ್ ಮನುನ್ ಕಳ್ವುನ್ ಘೆವ್ಕ್ ಹೊತಾ” ಮನುನ್ ಸಾಂಗ್ಲ್ಯಾನ್.