Luke 7:36 — Compare Translations
7 translations compared side by side
Odia - 1840
"ଫାରୁଶୀମାନଙ୍କ ମଧ୍ଯରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସହେି ଫାରୁଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ । ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଜଣେ ଫାରୁଶୀ ତା’ ସହିତ ରାତ୍ରି ଭୋଜନ କରିବା ପାଇଁ ଯୀଶୁଙ୍କୁ ନିମନ୍ତ୍ରଣ କଲେ। ଯୀଶୁ ତାଙ୍କ ଘରକୁ ଗଲେ ଓ ଭୋଜନରେ ବସିଲେ।
Odia Bible ERV 2004 (ପବିତ୍ର ବାଇବଲ)
ଫାରୂଶୀ ଶିମୋନ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ଯୀଶୁଙ୍କୁ ନିଜ ସହିତ ଖାଇବା ପାଇଁ ନିମନ୍ତ୍ରଣ କଲେ। ଯୀଶୁ ସେହି ଫାରୂଶୀଙ୍କ ଘରକୁ ଗଲେ ଓ ଖାଇବା ପାଇଁ ବସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ । ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಎಕ್ ಫಾರಿಜೆವಾನ್ ಜೆಜುಕ್ ಅಪ್ನಾಚ್ಯಾ ಘರಾತ್ ಜೆವ್ನಾಕ್ ಬಲ್ವುಲ್ಯಾನ್, ಜೆಜು ತೆಚ್ಯಾ ಘರಾಕ್ ಗೆಲೊ, ಅನಿ ಜೆವ್ನಾಕ್ ಬಸ್ಲೊ.