Luke 7:37 — Compare Translations
7 translations compared side by side
Odia - 1840
"ସହେି ସମୟରେ ସହେି ନଗର ରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣିପାରିଲା ଯେ ଯୀଶୁ ଫାରୁଶୀଙ୍କ ଘ ରେ ଖାଉଛନ୍ତି। ତେଣୁ ସହେି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ର ରେ କିଛି ଅତର ଆଣିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ସେହି ନଗରରେ ଜଣେ ପାପିଷ୍ଠା ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣିପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,
Odia BSI (ପବିତ୍ର ବାଇବଲ (CL) NT (BSI))
ସେହି ସହରରେ ଜଣେ ଦୁଶ୍ଚରିତ୍ରା ସ୍ତ୍ରୀ ଲୋକ ଥିଲା। ସେ ଯେତେବେଳେ ଶୁଣି ପାରିଲା ଯେ ଯୀଶୁ ଫାରୁଶୀ ଗୃହରେ ଖାଉଛନ୍ତି, ସେ ଗୋଟିଏ ପଥର ଫରୁଆରେ ସୁଗନ୍ଧି ତୈଳ ନେଇ ଆସିଲା ଏବଂ
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ସେହି ନଗରରେ ଜଣେ ପାପୀ ସ୍ତ୍ରୀ ଲୋକ ଥିଲା। ସେ ଜାଣି ପାରିଲା ଯେ, ଯୀଶୁ ଫାରୂଶୀଙ୍କ ଘରେ ଖାଉଛନ୍ତି। ତେଣୁ ସେହି ସ୍ତ୍ରୀ ଲୋକଟି ଗୋଟିଏ ସ୍ଫଟିକ ପାତ୍ରରେ କିଛି ଅତର ଆଣିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತ್ಯಾ ಶಾರಾತ್ ಪಾಪಾಚೆ ಜಿವನ್ ಕರ್ತಲಿ ಎಕ್ ಬಾಯ್ಕೊಮನುಸ್ ಹೊತ್ತಿ. ಜೆಜು ಫಾರಿಜೆವಾಚ್ಯಾ ಘರಾತ್ ಜೆವ್ನಾಕ್ ಬಸ್ಲಾ ಮನುನ್ ಆಯಿಕ್ಲಿನ್, ತಸೆ ಮನುನ್ ಎಕ್ ಭರ್ನಿಬರ್ ಬರಿ ವಾಸ್ ಎತಲೆ ತೆಲ್ ಘೆವ್ನ್ ಯೆಲಿ.