Luke 7:4 — Compare Translations
7 translations compared side by side
Odia - 1840
"ସହେି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସମାନେେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁ ରୋଧ କରି କହିଲେ, ଶତ ସନୋପତି ଜଣକ ଆପଣଙ୍କ ସାହାୟ୍ଯ ପାଇବାକୁ ଯୋଗ୍ଯ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ଯୀଶୁଙ୍କ ନିକଟରେ ଉପସ୍ଥିତ ହୋଇ ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ସେମାନେ ଯୀଶୁଙ୍କ ପାଖକୁ ଆସି ଅନୁନୟ କରି କହିଲେ, “ଏହି ଲୋକ ପ୍ରକୃତରେ ଆପଣଙ୍କର ସାହାଯ୍ୟ ପାଇବାର ଯୋଗ୍ୟ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ପ୍ରାଚୀନ ନେତାମାନେ ଯୀଶୁଙ୍କ ପାଖକୁ ଗଲେ। ସେମାନେ ଯୀଶୁଙ୍କୁ ଅନୁନୟ ପୂର୍ବକ ଅନୁରୋଧ କରି କହିଲେ, “ଶତସେନାପତି ଜଣକ ଆପଣଙ୍କ ସାହାଯ୍ୟ ପାଇବାକୁ ଯୋଗ୍ୟ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;
Odia IRV 2017 (ଓଡିଆ ବାଇବେଲ)
ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆನಿ ಜೆಜುಕ್ಡೆ ಯೆಲ್ಯಾನಿ ಅನಿ, “ಹ್ಯೊ ಮಾನುಸ್ ತಿಯಾ ಲೈ ಆದಾರ್ ದಿವ್ಕ್ ಯೊಗ್ಯ್ ಹಾಯ್.