Luke 7:45 — Compare Translations
7 translations compared side by side
Odia - 1840
"ତୁମ୍ଭେ ମାେତେ ଚୁମ୍ବନ ଦଲେ ନାହିଁ, କିନ୍ତୁ ଯେଉଁ ସମୟରୁ ମୁଁ ଭିତରକୁ ଆସିଲିଣି, ସେସମୟରୁ ଏ ପର୍ୟ୍ଯନ୍ତ ସେ ମାରେ ପାଦ ରେ ଚୁମ୍ବନ ଦବୋ ବନ୍ଦ କରିନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋତେ ଚୁମ୍ଵନ କଲ ନାହିଁ, କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ଵନ କରିବାରୁ କ୍ଷା; ହୋଇ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ମୋତେ ଚୁମ୍ବନ ଦେଇ ସ୍ୱାଗତ କରି ନ ଥିଲ, କିନ୍ତୁ ମୁଁ ଆସିବା ସମୟଠାରୁ ସେ ମୋର ପାଦକୁ ଚୁମ୍ବନ କରିବାକୁ ବିରତ ହୋଇ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋତେ ଚୁମ୍ବନ ଦେଲ ନାହିଁ, କିନ୍ତୁ ଯେଉଁ ସମୟରୁ ମୁଁ ଭିତରକୁ ଆସିଲିଣି, ସେସମୟରୁ ଏ ପର୍ଯ୍ୟନ୍ତ ସେ ମୋର ପାଦରେ ଚୁମ୍ବନ ଦେବା ବନ୍ଦ କରି ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತಿಯಾ ಮಾಕಾ ಉಪ್ಪಾ ದಿವ್ನ್ ಘರಾತ್ ಸ್ವಾಗತ್ ಕರುಕ್ನೆಯ್, ಖರೆ ತೆನಿ ಯೆಲ್ಲ್ಯಾಕ್ನಾ ಮಾಜ್ಯಾ ಪಾಂಯಾಕ್ನಿ ಉಪ್ಪಾ ದಿತಲೆ ಸೊಡುಕ್ನಾ.