Luke 7:46 — Compare Translations

7 translations compared side by side

Odia - 1840
"ତୁମ୍ଭେ ମାେ ମୁଣ୍ଡ ରେ ତଲେ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମାେ ପାଦ ରେ ଅତର ଲଗାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ, କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା ।
Odia BSI (ପବିତ୍ର ବାଇବଲ (CL) NT (BSI))
ତୁମେ ମୋର ମୁଣ୍ଡରେ ଲଗାଇବା ପାଇଁ ତେଲ ଦେଇ ନ ଥିଲ, କିନ୍ତୁ ସେ ମୋର ପାଦରେ ସୁଗନ୍ଧି ତୈଳ ଢ଼ାଳିଛି।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମୋ’ ମୁଣ୍ଡରେ ତେଲ ଲଗାଇଲ ନାହିଁ, କିନ୍ତୁ ଏ ସ୍ତ୍ରୀ ଲୋକଟି ମୋ’ ପାଦରେ ଅତର ଲଗାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମୋହର ମସ୍ତକରେ ତେଲ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧିତ ତୈଳ ଲଗାଇଲା ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಮಾಜ್ಯಾ ಟಕ್ಲ್ಯಾಕ್ ತಿಯಾ ತೆಲ್ ಲಾವುಕ್ನೆಯ್, ಖರೆ ತೆನಿ ಮಾಜ್ಯಾ ಪಾಯಾ ವೈನಿ, ಬರೆ ವಾಸ್ ಯೆತಲೆ ಮ್ಹಾಗ್ರೆ ತೆಲ್ ವೊತ್ಲಿನ್.